Tag: Politics

ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସମ୍ପୂର୍ଣ୍ଣ ବିଫଳ: କଂଗ୍ରେସ

ରାଜ୍ୟରେ ମହିଳାମାନେ ପ୍ରତି ଅତ୍ୟାଚାର, ଅସଦାଚରଣ, ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ବହୁମାତ୍ରାରେ ଦିନକୁ ଦିନ ବଢ଼ି ବଢ଼ିଚାଲିଛି । ଏହାର ପ୍ରତିବାଦରେ ଓ ନିରାକରଣ ପାଇଁ ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ଙ୍କ ଆହ୍ବାନକ୍ରମେ ଭୁବନେଶ୍ଵର ଜିଲ୍ଲା…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତି

ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର…

ଓଡ଼ିଶାରେ ମିଶିବା ଆମର ଭୁଲ୍‌ ଥିଲା କହିଲେ ଜୟନାରାୟଣ

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନ । ସମ୍ବଲପୁରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗ ଦେଇ ଜୟନାରାୟଣ କହିଛନ୍ତି, ଉତ୍କଳ କହିଲେ କେବଳ କଟକ, ପୁରୀ ଓ ବାଲେଶ୍ୱର । କୋଶଳ କି କଳିଙ୍ଗର ଜୟଗାନ ହେଉନାହିଁ । କେବଳ…

ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ସମାରୋହ କୁ ଆସିଲେନି ନବୀନ

ଆଜି ଭୁବନେଶ୍ୱର ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି ରାଜ୍ୟ ସ୍ତରୀୟ ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବ । ବିଶିଷ୍ଟ ଅତିଥି ଭାବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ…

ରାଜନୈତିକ ସ୍ୱାର୍ଥ ପାଇଁ ପଞ୍ଚାୟତିରାଜ ଦିବସକୁ ବିଭ୍ରାନ୍ତି କରିଥିଲା ବିଜେଡି: ଅନିଲ ବିଶ୍ୱାଳ

ଏପ୍ରିଲ ମାସ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରିବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ଭାରତ ବର୍ଷର ଗଣତନ୍ତ୍ରରେ ଏପ୍ରିଲ ୨୪ ତାରିଖ ହେଉଛି ଏକ ଐତିହାସିକ ଦିନ । ଏହି ଦିନରେ ଦେଶରେ…

ରାସନ କାର୍ଡ କଟିବା ନେଇ ରାଜ୍ୟ ସରକାରଙ୍କୁ ବିଜେଡିର ଟାର୍ଗେଟ

ରାସନ କାର୍ଡ କଟିବା ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜୁ ଜନତା ଦଳ । ସରକାର କାହାକୁ ଭୂତ କହୁଛନ୍ତି ବୋଲି ବିଜେଡି ପ୍ରଶ୍ନ କରିଛି । ଇ-କେୱାଇସି ନାଁରେ ବହୁ ଯୋଗ୍ୟ ହିତାଧିକାରୀଙ୍କୁ ରାସନରୁ ବାଦ ଦିଆଯାଉଛି । ପାନ…

ବୈଜୟନ୍ତ ପଣ୍ଡାଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଜି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ସୂଚନା ଯୋଗ୍ୟ ଯେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ବିଜୟରେ ଜୟ ପଣ୍ଡା ସବୁଠୁ ଗୁରୁତ୍ୱପୂର୍ଣ୍ଣ…

ବିଜେପି ରାଜ୍ୟ ସଭାପତି ନିଯୁକ୍ତି ନେଇ ମନମୋହନ ସାମଲଙ୍କ ପ୍ରତିକ୍ରିୟା

ଉପମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓଙ୍କ ବାସଭବନରେ ଆଜି ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ବୈଠକ ପରେ ମନମୋହନ ସାମଲ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଖୁବଶୀଘ୍ର ନିଗମ ଓ ବୋର୍ଡ କମିଶନ ନିଯୁକ୍ତି ହେବେ…

କଂଗ୍ରେସର ସଂକଳ୍ପ ପଦଯାତ୍ରା ସମୟରେ ଭକ୍ତ ଦାସ ଆହତ

ଆଜିଠୁ କଂଗ୍ରେସର ତିନି ଦିନିଆ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି । ଏହି ସଂକଳ୍ପ ପଦଯାତ୍ରା ମଙ୍ଗଳବାର ସକାଳ ସମୟରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଲିଙ୍ଗିପୁର ଅଭିମୁଖେ ଯାଇଥାନ୍ତା । ହେଲେ ଏୟାରପୋର୍ଟରୁ ରାଲି ବାହାରି ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ…

କଂଗ୍ରେସକୁ ଫେରିଲେ ବରିଷ୍ଠ ନେତା ସୁର ରାଉତରାୟ

୯ ମାସ ପରେ ଦଳକୁ ଫେରିଲେ ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ଜଟଣୀ ବିଧାୟକ ସୁର ରାଉତରାୟ । ମାର୍ଚ୍ଚ ୨୭ରେ କଂଗ୍ରେସର ସବୁ କମିଟିରୁ ସେ ଇସ୍ତଫା ଦେଇଥିଲେ । ସମର୍ଥକଙ୍କ ସହ କଂଗ୍ରେସ ଭବନକୁ ମୁଣ୍ଡିଆ ମାରି ପ୍ରବେଶ…