Tag: Politics

Sankarsan Parida Dies: କବି ତଥା ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ

ବରିଷ୍ଠ ବିଜେପି ନେତା ଏବଂ ଲୋକପ୍ରିୟ କବି ଶଙ୍କର୍ଷଣ ପରିଡା ଗୁରୁବାର ଦିନ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ପତ୍ନୀ ଏବଂ ଦୁଇ ଝିଅ ଅଛନ୍ତି । ସେ ପୂର୍ବରୁ ଫୁସଫୁସ କର୍କଟ…

Nuapada By-Election: ନୂଆପଡ଼ାରେ ବିଜେପିର କୁମ୍ଭାର ସମାବେଶ

ନୂଆପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋମନା ବ୍ଲକର ରେଙ୍ଗ ଠାରେ ନୂଆପଡା କୁମ୍ଭାର ସମାଜ ଓ କୁମ୍ଭାର ଯୁବାମଞ୍ଚ ଓଡିଶା ତରଫରୁ ସାମାଜିକ ସମାରୋହ ଅୟୋଜିତ ହୋଇଯାଇଛି । ଏହି ସମାବେଶ ରେ ଓଡ଼ିଶା ସରକାର ଙ୍କ ସମବାୟ ମନ୍ତ୍ରୀ ପ୍ରଦୀପ…

Starvation Death in Jajpur: ନିଶା ମାଙ୍କଡ଼ିଆ ଅନାହାର ମୃତ୍ୟୁ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଏକ କଳଙ୍କ: କଂଗ୍ରେସ

ଯାଜପୁର ଜିଲ୍ଲା ସୁକିନ୍ଦାରେ ଅନାହାର ମୃତ୍ୟୁକୁ ନେଇ ରାଜ୍ୟ କଂଗ୍ରେସ ଭବନ ରେ ଆୟୋଜିତ ସାମ୍ବାଦିକ ସମିଳନୀରେ କଂଗ୍ରେସ ବିଧାୟକ ଅଶୋକ ଦାସ କହିଛନ୍ତି ସରକାର ଆଦିବାସୀଙ୍କ ସୁରକ୍ଷା ଏବଂ ଉନ୍ନତି ପାଇଁ ଯେଉଁ ଡିଣ୍ଡିମ ପିଟୁଛନ୍ତି ତାହାର ନଗ୍ନ ଚିତ୍ର…

Nuapada Bypoll: ନୂଆପଡା ରେ ବିଜେପି ର ବିଶାଳ ମିଶ୍ରଣ ପର୍ବ

ଆଜି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଜୋନ୍ ୭ ଆମାନାରା ଠାରେ ଏକ ବିଶାଳ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା । ବିଜେପି ପ୍ରତି ନିଜର ବିଶ୍ୱାସ ଓ ଆସ୍ଥା ପ୍ରକାଶ କରି ବିଜେଡି ଏବଂ କଂଗ୍ରେସ ଦଳ ର ଅନେକ ସରପଞ୍ଚ,ସମିତି…

Nuapada Bypoll Campaign: ପ୍ରଚାର ମଇଦାନରେ ରାଜୁ ଭାଇ ଢୋଲକିଆଙ୍କ ପତ୍ନୀ

ନୂଆପଡ଼ାରେ ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ । ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ତଥା ପୁଅଙ୍କ ସପକ୍ଷରେ ଘର ଘର ବୁଲି…

Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…

Nuapada By-Election: ନୂଆପଡ଼ା ନିର୍ବାଚନୀ ପ୍ରଚାର ମଇଦାନରେ ଓହ୍ଲାଇଲେ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ

ନୂଆପଡ଼ାରେ ଜମୁଛି ପ୍ରଚାର ମୈଦାନ, ତିନି ପ୍ରମୁଖ ଦଳର ହେଭିୱେଟ ପ୍ରଚାରର ମଙ୍ଗ ଧରିଛନ୍ତି । ଆଜି ନିର୍ବାଚନୀ ପ୍ରଚାର ମଇଦାନ କୁ ଓହ୍ଲେଇଛନ୍ତି ଜୟ ଙ୍କ ମାତା ତଥା ପୁର୍ବତନ ବିଧାୟକ ରାଜେନ୍ଦ୍ର ଙ୍କ ପତ୍ନୀ କଳ୍ପନା ଢୋଲକିଆ ।…

Nuapada Bypoll: ନୂଆପଡ଼ାରେ ବିଜେପିର ମାରାଥନ୍ ପ୍ରଚାର

ନୂଆପଡ଼ା ବିଧାନସଭାର ଉପନିର୍ବାଚନକୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନରେ । ପ୍ରାର୍ଥୀଙ୍କ ସପକ୍ଷରେ ତାଙ୍କ ଦଳର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ୟ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।…

Nuapada By-Poll: ସରକାରୀ ସମ୍ପତ୍ତିର ଦୁରୁପଯୋଗ ନେଇ ବିଜେପି ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

ବିଜେଡିର ବରିଷ୍ଠ ନେତୃବୃନ୍ଦ ଆଜି ସିଇଓଙ୍କ କାର୍ଯ୍ୟାଳୟରେ ଏକ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ବିଜେପି ପକ୍ଷରୁ ଲଗାଯାଇଥିବା ସମସ୍ତ ଅବୈଧ ବ୍ୟାନର ଏବଂ ହୋର୍ଡିଂ ତୁରନ୍ତ ହଟାଇବା ପାଇଁ ବିଜେଡି ଦାବି କରିଛି । ନୂଆପଡ଼ା ଉପନିର୍ବାଚନରେ ସରକାରୀ…