ରାଜନୀତି ରାଜ୍ୟ ହଟ୍ଟଗୋଳ ଯୋଗୁ ଚାଲିପାରିଲାନି ଗୃହ, ୧୨ଟା ଯାଏଁ ବିଧାନସଭା ମୁଲତବୀ February 15, 2025 Nirvay ବିଧାନସଭା ବଜେଟ୍ ଅଧିବେଶନର ଆଜି ତୃତୀୟ ଦିନ । ତେବେ ଶନିବାର ଦିନ ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି । ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଆଇନ…
ରାଜନୀତି ରାଜ୍ୟ ଅଜୟ କୁମାର ଲଲ୍ଲୁ ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ February 14, 2025 Nirvay ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀଙ୍କୁ ନିଯୁକ୍ତି ମିଳିଛି । ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ଭାବେ ଏଆଇସିସି ନିଯୁକ୍ତି ପରେ ଏବେ ଅଜୟ କୁମାର ଲଲ୍ଲୁଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି । ଏନେଇ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଆ ଅସ୍ମିତାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ସାହୁ ଓ ସୂର୍ଯ୍ୟବଂଶୀ February 14, 2025 Papirani ଗୃହରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ହେଲେ ବିରୋଧୀ ଦଳର ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ…
ରାଜ୍ୟ ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାରେ ପୁଣି ଆରମ୍ଭ ହେବ ତଦନ୍ତ February 14, 2025 Nirvay ବହୁଚର୍ଚ୍ଚିତ ସ୍ୱର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଆଜି ନୂଆ ମୋଡ ନେଇଛି । ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଲଲିତଙ୍କ ବାପା ବେଲାଲସେନ ସାହୁ ଡିଜିପିଙ୍କୁ ଚିଠି ଲେଖିବାପରେ ପୁନଃତଦନ୍ତ ପାଇଁ ଉତ୍ତରାଞ୍ଚଳ ଆଇଜି…
ରାଜନୀତି ରାଜ୍ୟ କଂଗ୍ରେସରୁ ସବୁ ନିଲମ୍ବନ, ବହିଷ୍କାର ପ୍ରତ୍ୟାହାର ଘୋଷଣା କଲେ ଭକ୍ତ ଦାସ February 14, 2025 Nirvay ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଦାସ ଙ୍କ ବଡ଼ ନିଷ୍ପତ୍ତି । ନିଲମ୍ବନ ହୋଇଥିବା ପୁରୁଖା ନେତାଙ୍କୁ ଦଳକୁ ଅଣାଯିବ । ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଛନ୍ତି ଭକ୍ତ ଦାସ ।…
ରାଜନୀତି ରାଜ୍ୟ ଆସନ୍ତାକାଲି ବସିବ ବିଜେପିର କୋର କମିଟି ବୈଠକ February 13, 2025 Nirvay ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ଦିନ ୧୧ ଟାରେ ବସିବ ବିଜେପିର କୋର କମିଟି ବୈଠକ । ଏହି ବୈଠକରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିବେ…
ଦେଶ ରାଜନୀତି ରାଜ୍ୟ ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା February 13, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ବିଜେପି ଐତିହାସିକ ବିଜୟ ଲାଭ କରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ଗତ ୨୭…
ରାଜନୀତି ରାଜ୍ୟ ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥ ପାଇଁ ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବିଜେଡି: ନବୀନ ପଟ୍ଟନାୟକ February 12, 2025 Nirvay ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ଆଜି ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟନାୟକ ଡବଲ ଇଞ୍ଜିନ ସରକାରକୁ ଦାୟିତ୍ବହୀନ ବୋଲି କହିଛନ୍ତି । ସେ ପୁଣି କହିଛନ୍ତି ଯେ…
ରାଜନୀତି ରାଜ୍ୟ ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିଯୁକ୍ତ February 11, 2025 Nirvay ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ…
ରାଜ୍ୟ ଭ୍ରଷ୍ଟ ସରକାର ବିରୋଧରେ ଅସନ୍ତୋଷର ବିସ୍ଫୋରଣ ହୋଇଛି: ମନମୋହନ ସାମଲ February 8, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ଐତିହାସିକ ବିଜୟ ଲାଭ ପାଇଁ ବିଜେପି କାର୍ଯ୍ୟକର୍ତାଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ…