Tag: Politics

ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ମୋଦିଙ୍କ ସମ୍ବୋଧନ; କହିଲେ ଆପ୍‌ଦାରୁ ମୁକ୍ତ ହେଲା ଦିଲ୍ଲୀ

ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି । ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ସମ୍ବୋଧନ ଦେଇ ବିଜୟ ପାଇଁ ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇବା ସହ ଶେଷରେ ଆପ୍‌ଦାରୁ…

ଦିଲ୍ଲୀରେ ବିଜୟ ପରେ ବୈଜୟନ୍ତ ଧନ୍ୟବାଦର ପାତ୍ର ବୋଲି କହିଲେ ମନମୋହନ

ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର ବୋଲି କହିଛନ୍ତି । କେନ୍ଦ୍ରପଡା ସାଂସଦ ବୈଜୟନ୍ତ ପଣ୍ଡା ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି ।…

ଦିଲ୍ଲୀରେ ୨୭ ବର୍ଷ ପରେ ପୁଣି ବିଜେପି ସରକାର ! କେଜ୍ରିୱାଲଙ୍କ ଶୀଷମହଲ ଭାଙ୍ଗି ଚୁରମାର

ଆଜି, ୨୭ ବର୍ଷ ପରେ ବିଜେପି ଦିଲ୍ଲୀରେ କ୍ଷମତାକୁ ଫେରିବାକୁ ଯାଉଛି । ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପରଭେଶ୍‌ ବର୍ମା ଆଗୁଆ ରହିଛନ୍ତି । ୨୩୮ ଖଣ୍ଡ ଭୋଟ୍‌ରେ ପଛୁଆ ରହିଛନ୍ତି ଅରବିନ୍ଦ କେଜ୍ରିୱାଲ…

ଏକଜିଟ୍ ପୋଲ୍ ସର୍ଭେ; ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି ଆସିବ ବିଜେପି!

୨୭ ବର୍ଷ ପରେ ପୁଣି ଥରେ ବିଜେପି ଦିଲ୍ଲୀ ଦଖଲ କରିବ! ୯ଟି ଏକଜିଟ୍ ପୋଲ୍‌ ଫଳାଫଳ କହୁଛି, ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି କଡ଼ ଲେଉଟାଇବ ଇତିହାସ । ଦିଲ୍ଲୀର ୭୦ ବିଧାନସଭା ଆସନର ମତଦାନ ସରିବା ପରେ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବୃଆରି ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରି ୮ ରେ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚଳାଇଥିଲେ…

କୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହେଲେ ସୁନୀତି ମୁଣ୍ଡ

ଭୁବନେଶ୍ୱର ମେୟର ପ୍ରାର୍ଥିନୀ ସୁନୀତି ମୁଣ୍ଡ ମହାକୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହୋଇଛନ୍ତି । ନିକଟରେ ସେ ନିଜ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ପୋଷ୍ଟ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଏବେ କୁମ୍ଭମେଳା…

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଛାତ୍ର ନେତାଙ୍କୁ ଭେଟିଲେ କଂଗ୍ରେସ ନେତୃବୃନ୍ଦ

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଥିବା ଛାତ୍ର ନେତାଙ୍କୁ ଆଜି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଭେଟିଛନ୍ତି । ଆଜି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ବିଧାୟକ ତଥା…

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସର ମନ୍ତବ୍ୟ ଦଳର ‘ସାମନ୍ତବାଦୀ ଚିନ୍ତାଧାରା ଓ ରୁଗ୍‌ଣ ମାନସିକତା’: ମନମୋହନ ସାମଲ

ସଂସଦରେ ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ଶ୍ରୀମତୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଯେଉଁଭଳି ଟିପ୍ପଣୀ ଦେଇଛନ୍ତି, ତାହା ଅତ୍ୟନ୍ତ ନିନ୍ଦନୀୟ ଏବଂ ସାଢ଼େ ୪ କୋଟି ଓଡ଼ିଆଙ୍କୁ କଷ୍ଟ ଦେଇଛି । ଏକ ଦାୟିତ୍ୱ ସମ୍ପନ୍ନ…

ଅପରାଧୀଙ୍କ ଧରାସ୍ୱର୍ଗ ପାଲଟିଛି ଓଡିଶା: ବିଜେଡି

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କୁ ନିନ୍ଦା କରିଛି ବିଜେଡି । ଜାନୁଆରୀ ୨୬ ରାତିରେ ଚାରିଆଡେ ପୋଲିସ ଥିବାବେଳେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଚୋରି ଘଟଣାରେ ଚୋର ଧାରା…

ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡି ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଆଗାମୀ ଜାନୁଆରୀ ୩୧ ରେ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜୁ ଜନତା ଦଳ ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ…