Tag: Politics

ତେନ୍ତୁଳିଖୁଣ୍ଟି ବ୍ଲକ ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ ବିଜେପିରେ ସାମିଲ

ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ବ୍ଲକର ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ ଏବଂ ବହୁ ପଞ୍ଚାୟତ ପ୍ରତିନିଧି ବିଜେପିରେ ସାମିଲ ହୋଇଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ ବିଜେଡି ସମର୍ଥନରେ ବ୍ଲକ ଅଧ୍ୟକ୍ଷା ହୋଇଥିଲେ ନିଳେନ୍ଦ୍ରୀ…

ଜୁନ୍ ୨୦ ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।…

ଲକ୍ଷପତି ଦିଦି, ନବୀନଙ୍କ ବହିରେ ବିଜେପି ମଲାଟ: ବିଜେଡି

ବିଜେପି ସରକାରଙ୍କର ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଉପରେ ପ୍ରତିକ୍ରିୟା ଦେଇ ଆଜି ବିଜୁ ଜନତା ଦଳ ଏହା ‘ନବୀନଙ୍କ ବହିରେ ବିଜେପି ମଲାଟ’ ବୋଲି କହିଛି । କ୍ଷମତାକୁ ଆସିବା ପରଠାରୁ, ବିଜେପି ସରକାର କେବଳ ନବୀନ ସରକାରଙ୍କ ବିଭିନ୍ନ ଯୋଜନାର…

ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ

ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା…

ବିଜୁ ଜନତା ଦଳକୁ ନେଇ ଭୂପିନ୍ଦର ସିଂ ଙ୍କ ବିସ୍ଫୋରକ ବୟାନ

ବିଜୁ ଜନତା ଦଳକୁ ନେଇ ବିସ୍ଫୋରକ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂ । ବିଜେଡି କମିଟି ଓ ପିଏସିରୁ ବାଦ୍ ପଡ଼ିବା ପରେ ଭୂପିନ୍ଦର ସିଂ ରଖିଛନ୍ତି ନିଜ ପ୍ରତିକ୍ରିୟା । ମୁଁ ସବୁବେଳେ ଖୁସି, ଲୋକଙ୍କ…

ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ସୁଲତା ଦେଓ

ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ ପହଲଗାମରେ ହୋଇଥିବା ଆତଙ୍କୀ ଆକ୍ରମଣକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେବା ପରେ ଆଜି କ୍ଷମା ମାଗିଛନ୍ତି । ସେ କହିଛନ୍ତି କି, ଯଦି ତାଙ୍କ ବୟାନ ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଦୁଃଖ ପହଞ୍ଚେଇଛି…

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ସାଂସଦ ସୁଲତା ଦେଓ

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍‌ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…

ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶାକ୍ୟସିଂହ ମିଶ୍ରଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ନିମୋନିଆ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା…

ନବୀନଙ୍କ ଫଲ୍ସ ନ୍ୟାରେଟିଭ୍‌ ମନ୍ତବ୍ୟ; କାଉଣ୍ଟର କଲେ ମନମୋହନ ସାମଲ

ନବୀନଙ୍କ ଫଲ୍ସ ନ୍ୟାରେଟିଭ୍‌ ମନ୍ତବ୍ୟ; କାଉଣ୍ଟର କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କେନ୍ଦ୍ର ୯ ବର୍ଷ ଭିତରେ କେତେ ଟଙ୍କା ଦେଇଛି ସେ ଉତ୍ତର ବିଜେଡି ଦଳ ଦେଇ ପାରିଲାନି । ନିର୍ବାଚନ ଆଗରୁ ଭାରତୀୟ ଜନତା ଦଳ…

ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ

ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ଵିଦ୍ୱନ୍ଦରେ ବିଜେଡିର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଆଜି ଶଙ୍ଖ ଭବନରେ ଘୋଷଣା କରିଛନ୍ତି । ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା…