ରାଜନୀତି ରାଜ୍ୟ ରାଜ୍ୟ ସରକାର ଧାନ କିଣାରେ ମିଲର ମାଲିକଙ୍କ ରାଜୁତି ଶେଷ କରିଦେଇଥିବାରୁ ବିଜେଡି ଛାନିଆ: ବିଜେପି January 22, 2025 Nirvay ଧାନ କିଣାରେ ରାଜ୍ୟ ସରକାର ମିଲର ମାଲିକଙ୍କ ରାଜୁତି ଖତମ କରିଦେଇଥିବାରୁ ଛାନିଆ ହୋଇଯାଇଛି ବିଜେଡି । ଏହାପରେ ଧାନ କିଣା ପ୍ରକ୍ରିୟା ଫେଲ କରାଇବା ପାଇଁ ମିଲରମାଲିକଙ୍କୁ ଆୟୁଧ କରି ଯେଉଁସବୁ ହୀନ ଉପାୟ କରୁଥିଲା ତାହା ପଦାରେ ପଡ଼ିଯାଇଛି…
ରାଜନୀତି ରାଜ୍ୟ କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି January 22, 2025 Nirvay ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…
ରାଜନୀତି ରାଜ୍ୟ ପ୍ରତାପ କେଶରୀ ଦେବ ବିଜେଡି ସାଂଗଠିନକ ନିର୍ବାଚନର ନିର୍ବାଚନ ଅଧିକାରୀ ନିଯୁକ୍ତ January 20, 2025 Nirvay ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…
ରାଜ୍ୟ ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍ January 17, 2025 Nirvay ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍ର ମିଳିତ ଚଢ଼ାଉ…
ରାଜନୀତି ରାଜ୍ୟ ନବ ଦାସ ହତ୍ୟାକାଣ୍ଡ ମାମଲାରେ CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି January 15, 2025 Nirvay ପୁଣି ଖୋଲିବ କି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ନବ ଦାସ ହତ୍ୟାକାଣ୍ଡ ମାମଲାରେ ଫାଇଲ୍? ନବ ଦାସ ହତ୍ୟାକାଣ୍ଡ ମାମଲା ଏବେ ନୂଆ ମୋଡ଼ ନେଇଛି । ବିଜେପି ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ…
ଦେଶ ରାଜନୀତି ରାଜ୍ୟ ଦିଲ୍ଲୀ ବିଧାନସଭା ନିର୍ବାଚନ ଷ୍ଟାର ପ୍ରଚାରକ ତାଲିକାରେ ବୈଜୟନ୍ତ ପଣ୍ଡା January 15, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ…
ରାଜନୀତି ରାଜ୍ୟ ରାଜ୍ୟପାଳ ପଦବୀକୁ ନେଇ ରଘୁବର ଦାସଙ୍କ ପ୍ରତିକ୍ରିୟା January 11, 2025 Nirvay ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ନେଇ ଗତକାଲି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ପରେ ଓଡିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ବଡ ବୟାନ । ରାଜ୍ୟପାଳ ପଦବୀକୁ ସମସ୍ତେ ଲାଟସାହେବ ପଦ ବୋଲି ଭାବନ୍ତି କିନ୍ତୁ ଜଗନ୍ନାଥଙ୍କ ଭୂମି…
ରାଜନୀତି ରାଜ୍ୟ ପ୍ରଶାସନ ବିରୁଦ୍ଧରେ ଦୀପାଳି ଦାସଙ୍କ ଯୁଦ୍ଧଂ ଦେହି ଡାକରା January 11, 2025 Nirvay ବିନା କାରଣରେ ବିନା ସର୍ଚ୍ଚ ୱାରଣ୍ଟରେ ବିନା ଦୋଷରେ ୨୪ ଘଣ୍ଟା ଧରି କିର୍ମିରା ପିଆରଆଇ ସଦସ୍ୟଙ୍କୁ ଅଟକ ରଖି ମାନସିକ ନିର୍ଯାତନା ଦେବା ଅଭିଯୋଗ ଆଣି ପ୍ରେସମିଟ କରି ପୋଲିସ ଉପରେ ବର୍ଷିଛନ୍ତି ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା…
ଦେଶ ରାଜନୀତି ରହସ୍ୟ ଘେରରେ ଆପ୍ ବିଧାୟକ ଗୁରୁପ୍ରୀତ ଗୋଗୀଙ୍କ ମୃତ୍ୟୁ; ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ January 11, 2025 Nirvay ପଞ୍ଜାବର ଲୁଧିଆନା ପଶ୍ଚିମ ନିର୍ବାଚନମଣ୍ଡଳୀର ଆମ ଆଦମୀ ପାର୍ଟି (ଆପ) ବିଧାୟକ ଗୁରୁପ୍ରୀତ ଗୋଗୀ ନିଜ ବନ୍ଧୁକରୁ ନିଜକୁ ଗୁଳି କରି ମୃତ୍ୟୁବରଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଗୁଳି ଶବ୍ଦ ଶୁଣିବା ପରେ ତାଙ୍କ ପତ୍ନୀ ସୁଖଚୈନ କୌର…
ରାଜନୀତି ରାଜ୍ୟ ସରେଇପାଲି ଥାନାରୁ ବାହାରିଲେ ବିଶାଲ ଦାସ ଓ ତାଙ୍କ ସହଯୋଗୀ January 10, 2025 Nirvay ଛତିଶଗଡ଼, ସରେଇପାଲି ଥାନାରେ ରାତିରୁ ଅଟକ ଥିବା ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଆଜି ଛତିଶଗଡ଼ ପୋଲିସ ଛାଡ଼ିଛି । ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଅଭିଯୋଗ ପରେ ବିଏନ୍ଏସ୍ ଧାରା…