Tag: Politics

ଅପରାଧୀଙ୍କ ଧରାସ୍ୱର୍ଗ ପାଲଟିଛି ଓଡିଶା: ବିଜେଡି

ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କୁ ନିନ୍ଦା କରିଛି ବିଜେଡି । ଜାନୁଆରୀ ୨୬ ରାତିରେ ଚାରିଆଡେ ପୋଲିସ ଥିବାବେଳେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଚୋରି ଘଟଣାରେ ଚୋର ଧାରା…

ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡି ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଆଗାମୀ ଜାନୁଆରୀ ୩୧ ରେ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜୁ ଜନତା ଦଳ ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ…

ରାଜ୍ୟ ସରକାର ଧାନ କିଣାରେ ମିଲର ମାଲିକଙ୍କ ରାଜୁତି ଶେଷ କରିଦେଇଥିବାରୁ ବିଜେଡି ଛାନିଆ: ବିଜେପି

ଧାନ କିଣାରେ ରାଜ୍ୟ ସରକାର ମିଲର ମାଲିକଙ୍କ ରାଜୁତି ଖତମ କରିଦେଇଥିବାରୁ ଛାନିଆ ହୋଇଯାଇଛି ବିଜେଡି । ଏହାପରେ ଧାନ କିଣା ପ୍ରକ୍ରିୟା ଫେଲ କରାଇବା ପାଇଁ ମିଲରମାଲିକଙ୍କୁ ଆୟୁଧ କରି ଯେଉଁସବୁ ହୀନ ଉପାୟ କରୁଥିଲା ତାହା ପଦାରେ ପଡ଼ିଯାଇଛି…

କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…

ପ୍ରତାପ କେଶରୀ ଦେବ ବିଜେଡି ସାଂଗଠିନକ ନିର୍ବାଚନର ନିର୍ବାଚନ ଅଧିକାରୀ ନିଯୁକ୍ତ

ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…

ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍

ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍‌କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍‌ର ମିଳିତ ଚଢ଼ାଉ…

ନବ ଦାସ ହତ୍ୟାକାଣ୍ଡ ମାମଲାରେ CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି

ପୁଣି ଖୋଲିବ କି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ନବ ଦାସ ହତ୍ୟାକାଣ୍ଡ ମାମଲାରେ ଫାଇଲ୍‌? ନବ ଦାସ ହତ୍ୟାକାଣ୍ଡ ମାମଲା ଏବେ ନୂଆ ମୋଡ଼ ନେଇଛି । ବିଜେପି ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ…

ଦିଲ୍ଲୀ ବିଧାନସଭା ନିର୍ବାଚନ ଷ୍ଟାର ପ୍ରଚାରକ ତାଲିକାରେ ବୈଜୟନ୍ତ ପଣ୍ଡା

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ…

ରାଜ୍ୟପାଳ ପଦବୀକୁ ନେଇ ରଘୁବର ଦାସଙ୍କ ପ୍ରତିକ୍ରିୟା

ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ନେଇ ଗତକାଲି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ପରେ ଓଡିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ବଡ ବୟାନ । ରାଜ୍ୟପାଳ ପଦବୀକୁ ସମସ୍ତେ ଲାଟସାହେବ ପଦ ବୋଲି ଭାବନ୍ତି କିନ୍ତୁ ଜଗନ୍ନାଥଙ୍କ ଭୂମି…

ପ୍ରଶାସନ ବିରୁଦ୍ଧରେ ଦୀପାଳି ଦାସଙ୍କ ଯୁଦ୍ଧଂ ଦେହି ଡାକରା

ବିନା କାରଣରେ ବିନା ସର୍ଚ୍ଚ ୱାରଣ୍ଟରେ ବିନା ଦୋଷରେ ୨୪ ଘଣ୍ଟା ଧରି କିର୍ମିରା ପିଆରଆଇ ସଦସ୍ୟଙ୍କୁ ଅଟକ ରଖି ମାନସିକ ନିର୍ଯାତନା ଦେବା ଅଭିଯୋଗ ଆଣି ପ୍ରେସମିଟ କରି ପୋଲିସ ଉପରେ ବର୍ଷିଛନ୍ତି ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା…