ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ରେ ବିଜେପି ର ବିଶାଳ ମିଶ୍ରଣ ପର୍ବ October 29, 2025 Nirvay ଆଜି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଜୋନ୍ ୭ ଆମାନାରା ଠାରେ ଏକ ବିଶାଳ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା । ବିଜେପି ପ୍ରତି ନିଜର ବିଶ୍ୱାସ ଓ ଆସ୍ଥା ପ୍ରକାଶ କରି ବିଜେଡି ଏବଂ କଂଗ୍ରେସ ଦଳ ର ଅନେକ ସରପଞ୍ଚ,ସମିତି…
ରାଜନୀତି ରାଜ୍ୟ Nuapada Bypoll Campaign: ପ୍ରଚାର ମଇଦାନରେ ରାଜୁ ଭାଇ ଢୋଲକିଆଙ୍କ ପତ୍ନୀ October 29, 2025 Nirvay ନୂଆପଡ଼ାରେ ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ । ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ତଥା ପୁଅଙ୍କ ସପକ୍ଷରେ ଘର ଘର ବୁଲି…
ରାଜନୀତି ରାଜ୍ୟ Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି October 28, 2025 Nirvay ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…
ରାଜନୀତି ରାଜ୍ୟ Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି October 28, 2025 Nirvay ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…
ରାଜନୀତି ରାଜ୍ୟ Nuapada By-Election: ନୂଆପଡ଼ା ନିର୍ବାଚନୀ ପ୍ରଚାର ମଇଦାନରେ ଓହ୍ଲାଇଲେ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ October 27, 2025 Nirvay ନୂଆପଡ଼ାରେ ଜମୁଛି ପ୍ରଚାର ମୈଦାନ, ତିନି ପ୍ରମୁଖ ଦଳର ହେଭିୱେଟ ପ୍ରଚାରର ମଙ୍ଗ ଧରିଛନ୍ତି । ଆଜି ନିର୍ବାଚନୀ ପ୍ରଚାର ମଇଦାନ କୁ ଓହ୍ଲେଇଛନ୍ତି ଜୟ ଙ୍କ ମାତା ତଥା ପୁର୍ବତନ ବିଧାୟକ ରାଜେନ୍ଦ୍ର ଙ୍କ ପତ୍ନୀ କଳ୍ପନା ଢୋଲକିଆ ।…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ାରେ ବିଜେପିର ମାରାଥନ୍ ପ୍ରଚାର October 27, 2025 Nirvay ନୂଆପଡ଼ା ବିଧାନସଭାର ଉପନିର୍ବାଚନକୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନରେ । ପ୍ରାର୍ଥୀଙ୍କ ସପକ୍ଷରେ ତାଙ୍କ ଦଳର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ୟ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।…
ରାଜନୀତି ରାଜ୍ୟ Nuapada By-Poll: ସରକାରୀ ସମ୍ପତ୍ତିର ଦୁରୁପଯୋଗ ନେଇ ବିଜେପି ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି October 25, 2025 Nirvay ବିଜେଡିର ବରିଷ୍ଠ ନେତୃବୃନ୍ଦ ଆଜି ସିଇଓଙ୍କ କାର୍ଯ୍ୟାଳୟରେ ଏକ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ବିଜେପି ପକ୍ଷରୁ ଲଗାଯାଇଥିବା ସମସ୍ତ ଅବୈଧ ବ୍ୟାନର ଏବଂ ହୋର୍ଡିଂ ତୁରନ୍ତ ହଟାଇବା ପାଇଁ ବିଜେଡି ଦାବି କରିଛି । ନୂଆପଡ଼ା ଉପନିର୍ବାଚନରେ ସରକାରୀ…
ରାଜନୀତି ରାଜ୍ୟ Pitabash Panda Murder Case: ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି October 23, 2025 Nirvay ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି…
ରାଜନୀତି ରାଜ୍ୟ ନୂଆପଡ଼ାରେ ୨୫ ତାରିଖ ପରେ ଦମ ଦେଖାଇବ ବିଜେପି October 23, 2025 Nirvay ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି । ଏସବୁ ଭିତରେ ବିଜେଡିର ବିକ୍ରମ ପଣ୍ଡାଙ୍କ ଗିରଫଦାରୀ ଏକ ନୂଆ ମୋଡ଼ ନେଇପାରେ । ଅନ୍ୟପକ୍ଷରେ ନୂଆପଡ଼ାରେ ଆସନ୍ତା ୨୫ ତାରିଖ ପରେ ବିଜେପି ତାର ଦମ ଦେଖାଇବ ।…
ରାଜନୀତି ରାଜ୍ୟ ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ? October 23, 2025 Nirvay ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…