ରାଜ୍ୟ Pollution Certificate In Odisha: ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମିଳିବ ନାହିଁ December 20, 2025 Nirvay ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି । ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ…