ତାଜା ଖବର ରାଜନୀତି ରାଜ୍ୟ Pollution Certificate Issue: ପଲ୍ୟୁସନ ସାର୍ଟିଫିକେଟ ପ୍ରସଙ୍ଗ: ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ ଡାକରା January 7, 2026 Papirani ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ବିଭିନ୍ନ ଅସୁବିଧାର ଶିକାର ହେଉଛନ୍ତି । ସରକାରଙ୍କ ଏହି ଆକ୍ରୋଶମୂଳକ ପଦକ୍ଷେପକୁ ନେଇ ରାଜ୍ୟବାସୀଙ୍କ ମନରେ ସରକାରଙ୍କ ବିରୋଧରେ ତୀବ୍ର ଅସନ୍ତୋଷ…