ଦେଶ PM Modi Attends Pongal Celebrations: କେନ୍ଦ୍ର ମନ୍ତ୍ରୀଙ୍କ ଘରେ ପୋଙ୍ଗଲ ପାଳିଲେ ମୋଦି January 14, 2026 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଏଲ୍ ମୁରୁଗାନଙ୍କ ବାସଭବନରେ ପୋଙ୍ଗଲ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇବା ସହ ଗୋ ସେବା ମଧ୍ୟ କରିଛନ୍ତି । ଏହି ଅବସରରେ ଉଦବୋଧନ…