ତାଜା ଖବର ରାଜ୍ୟ ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟର ସମସ୍ତ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ ଜାରି October 22, 2024 Papi Jena ଓଡିଶାକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। କାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଦାନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ…