Tag: Portal

ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ‘ସୁଭଦ୍ରା’ ଯୋଜନା ସମ୍ପର୍କିତ ସମସ୍ତ ତଥ୍ଯ ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ । କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ସୁଭଦ୍ରା ପୋର୍ଟାଲ- http://subhadra.odisha.gov.in ରେ ରେ ସମସ୍ତ ସୂଚନା…