Tag: Poverty in India

ବିଶ୍ୱ ବ୍ୟାଙ୍କ୍ ରିପୋର୍ଟ ଅନୁଯାୟୀ ଭାରତରେ ଦ୍ରୁତଗତିରେ କମୁଛି ‘ଅତ୍ୟନ୍ତ ଦାରିଦ୍ର୍ୟ’ ହାର

ଗତ ଏକ ଦଶନ୍ଧି ମଧ୍ୟରେ ଭାରତ ଦାରିଦ୍ର୍ୟ ହାର ହ୍ରାସ କରିବା ଦିଗରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଥିବା କହିଛି ବିଶ୍ୱ ବ୍ୟାଙ୍କ୍ । ବିଶ୍ୱ ବ୍ୟାଙ୍କ୍ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ ୨୭.୧ ପ୍ରତିଶତରୁ ୫.୩%କୁ ଦାରିଦ୍ର୍ୟ ହାର…