ରାଜ୍ୟ ରାଜ୍ୟରେ ୨୩ ଶିଳ୍ପ ସଂସ୍ଥା ଦେଉନାହାନ୍ତି ବିଜୁଳି ବିଲ! December 11, 2024 Nirvay ରାଜ୍ୟରେ ୨୩ ଶିଳ୍ପ ସଂସ୍ଥା ଦେଉନାହାନ୍ତି ବିଜୁଳି ବିଲ। ପୂର୍ବ ବିଜେଡି ସରକାରଙ୍କ ପ୍ରୀୟାପ୍ରତି ତୋଷଣ ଯୋଗୁଁ ୧୪ଟି ସଂସ୍ଥାଙ୍କର କୋଟି କୋଟି ଟଙ୍କା ବିଦ୍ୟୁତ ବିଲ ଛାଡ କରାଯାଇଛି। ଗୃହରେ ଏହାର ଗୁମର ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ମନ୍ତ୍ରୀଙ୍କ…