Tag: Prabhati parida

Pakhala Dibasa 2026: ପଖାଳ ଦିବସରେ ୮୫ ଲକ୍ଷ ଟଙ୍କା ଖର୍ଚ୍ଚ ପ୍ରସଙ୍ଗ; ପଖାଳକୁ ବିଶ୍ବସ୍ତରରେ ପହଞ୍ଚାଇବାକୁ ଥିଲା ସରକାରଙ୍କ ପ୍ରୟାସ: ପ୍ରଭାତୀ ପରିଡ଼ା

ଚଳିତ ମାର୍ଚ୍ଚ ମାସରେ ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଥିବା ପଖାଳ ଦିବସରେ ୮୫ ଲକ୍ଷ ଟଙ୍କା ଖର୍ଚ୍ଚ ପ୍ରସଙ୍ଗକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି ପଖାଳକୁ ବିଶ୍ବସ୍ତରରେ ପହଞ୍ଚାଇବାକୁ ସରକାରଙ୍କ ପ୍ରୟାସ…

Nuapada ByElection: ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟ: କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା

ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟକୁ କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା । ସେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ଇତିହାସ, ସଂସ୍କୃତି ଓ ପରମ୍ପରା ଜାଣିନାହାନ୍ତି…

ବିଜେପି ସରକାରରେ ମହିଳାଙ୍କ ଆର୍ଥିକ ସ୍ୱାଧୀନତା ଦ୍ୱିଗୁଣିତ ହୋଇଛି: ପ୍ରଭାତୀ ପରିଡ଼ା

ପୂର୍ବରୁ ଅନେକ ଥର ରାଜ୍ୟ କାର୍ଯ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି । ମାତ୍ର ଏଥର ପଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ରାଜ୍ୟରେ ଏକାକୀ ସରକାର ଗଠନ କରିବା ପରେ ଏହି ଦିବସ ପାଳନ କରୁଛି ।…

ବଢିଲା ଅଣ୍ଡା ଦାମ, ଅଙ୍ଗନବାଡ଼ି କେନ୍ଦ୍ରରେ ମିଳିବ କମ ଅଣ୍ଡା

ଅଣ୍ଡା ଦାମ ବଢିଥିବାରୁ ଅଙ୍ଗନବାଡିରେ କମ ଅଣ୍ଡା ଦିଆଯିବା ପ୍ରସଙ୍ଗକୁ ସ୍ୱୀକାର କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି : ଅଣ୍ଡା ଦର କେନ୍ଦ୍ରରୁ ସ୍ଥିର ହେଉଛି। କେନ୍ଦ୍ର ସରକାରଙ୍କ ବିଭାଗ କୁ ଏ ବିଷୟରେ ଚିଠି କରାଯାଇଛି। ଜାନୁଆରୀ ୧୨…

ସୁଭଦ୍ରା ଟଙ୍କା ପାଇ ନଥିବା ମହିଳାମାନଙ୍କୁ ଉପମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ

ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ର ପ୍ରଥମ କିସ୍ତିର ଦିନ ପାଖେଇ ଆସୁଥିବା ବେଳେ, ଓଡ଼ିଶାର ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଦିନ ହିତାଧିକାରୀମାନଙ୍କୁ ସେମାନଙ୍କ ମୋବାଇଲ୍ ନମ୍ବରକୁ ଅନେକ ଆକାଉଣ୍ଟ ପରିବର୍ତ୍ତେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟ ସହିତ ଲିଙ୍କ୍ କରିବାକୁ…

୨ ବର୍ଷ ମଧ୍ୟରେ କୁପୋଷଣମୁକ୍ତ ହେବ ଓଡିଶା : ପ୍ରଭାତୀ ପରିଡା

ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣା ପରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି | ରାଜ୍ୟରେ ଅନାହାର ମୃତ୍ୟୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି | ୨ ବର୍ଷରେ ରାଜ୍ୟକୁ କୁପୋଷଣମୁକ୍ତ ଘୋଷଣା କରାଯିବ ବୋଲିଦୃଢୋକ୍ତି…

ଓଡିଶା ରେ ଖୁବ ଶୀଘ୍ର ନୂଆ ମହିଳା କମିଶନର ନିଯୁକ୍ତି ନେଇ ପ୍ରଭାତୀ ପରିଡା ଙ୍କ ସୂଚନା

ଖୁବ୍‌ ଶୀଘ୍ର ରାଜ୍ୟ ନୂଆ ମହିଳା କମିଶନର ନିଯୁକ୍ତି ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା | ପୂର୍ବ ମହିଳା କମିଶନର ମିନତୀ ବେହେରା ହଟିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଗଣମାଧ୍ୟମ ରେ ମନ୍ତବ୍ୟ ରଖିଛନ୍ତି | ମହିଳା କମିଶନଙ୍କ…

ଏକ ସପ୍ତାହ ମଧ୍ୟରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ପାଇଁ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ । ଏନେଇ ଆଜି ସୂଚନା ଦେଇ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଆଜି ପର୍ଯ୍ୟନ୍ତ ୯୨ ଲକ୍ଷ ଲୋକେ ସୁଭଦ୍ରା ଯୋଜନା…

ଶୁଭଶ୍ରୀଙ୍କ ପ୍ରତିଭାକୁ ପ୍ରଶଂସା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କୁନି ଝିଅ ଶୁଭଶ୍ରୀ ନନ୍ଦିଙ୍କ ଅସାଧାରଣ ପ୍ରତିଭା ଦେଖି ଖୁସି ବ୍ୟକ୍ତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…