Tag: Pradeep panigrahi

Brahmapur Flyover Row: ବ୍ରହ୍ମପୁରରେ ଫ୍ଲାଇଓଭର ନିର୍ମାଣ ଅନିୟମିତତା: ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ର ପରେ ତଦନ୍ତ ନିର୍ଦ୍ଦେଶ ଦେଲେ CMO

ବ୍ରହ୍ମପୁରର ବହୁପ୍ରତୀକ୍ଷିତ ଗେଟ୍ ବଜାର ଫ୍ଲାଇଓଭର ନିର୍ମାଣ କାର୍ଯ୍ୟକୁ ନେଇ ଆରମ୍ଭ ହୋଇଛି ବଡ଼ ଚର୍ଚ୍ଚା। ନିର୍ମାଣ କାର୍ଯ୍ୟରେ ନିମ୍ନମାନର ସାମଗ୍ରୀ ବ୍ୟବହାର ଓ ସରକାରୀ ସ୍ତରରେ ଅବହେଳାକୁ ନେଇ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଅଭିଯୋଗ ଆଣିବା ପରେ ମୁଖ୍ୟମନ୍ତ୍ରୀଙ୍କ…

ନୂଆବର୍ଷରେ ଖୋଲିବି ନବୀନଙ୍କ ପାଞ୍ଜି: ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର ବିଜେପି ସାଂସଦଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି । ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ଆଜି ସମସ୍ତ ମାମଲାରୁ ଦୋଷମୁକ୍ତ ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ । ଗତକାଲି ଦୁଇଟି ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ବେଳେ ଆଜି ଆଉ…

ସମସ୍ତ ମାମଲାରୁ ଦୋଷମୁକ୍ତ ହେଲେ ପ୍ରଦୀପ ପାଣିଗ୍ରାହୀ

ସମସ୍ତ ମାମଲାରୁ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ରହିଥିଲା ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ହୋଇଥିବା ବେଳେ ଗତକାଲି ସେ ଦୁଇଟି ମାମଲା ଓ ଆଜି ବାକି ଥିବା…

ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ନିର୍ଦ୍ଦୋଷରେ ଖଲାସ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ରହିଥିଲା ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ହୋଇଥିବା ବେଳେ ଆଜି ସାଂସଦ ପ୍ରଦୀପ ପାଣିଗ୍ରାହୀ ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷ…

ପ୍ରଦୀପଙ୍କ ବିରୋଧରେ ହୋଇଥିବା ଚାକିରି ଠକେଇ ମାମଲାରୁ ଓହରିଲେ ୩ ଏତଲାକାରୀ

ଟାଟାରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା କ୍ଲିନ ଚିଟ। ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଠକେଇ ମାମଲାରେ ୩ ଏତଲାକାରୀ ଓହରିଯାଇଛନ୍ତି । ଆଜି ବ୍ରହ୍ମପୁର ଜେଏମଏଫସି କୋର୍ଟରେ ନିଜ ଏତଲା ଉଠାଇ…

ପ୍ରଦୀପ ପାଣିଗ୍ରାହୀ ବିରୋଧୀ ଷଡଯନ୍ତ୍ରରେ ପୂର୍ଣ୍ଣଚ୍ଛେଦ

ବେଳ ଖରାପ ପଡିଲେ ତନ୍ତ୍ରମନ୍ତ୍ରଯନ୍ତ୍ର କିଛି କାମ ଦିଏନି । କ୍ଷମତା ବି କଉଁ କାମକୁ ଆସେନି । କ୍ଷମତା ବଳରେ ଆଉ କାହାକୁ ଦହଗଞ୍ଜ ଦେଇହୁଏ । ହଇରାଣ ହରକତ କରିହୁଏ । ଜନବିରୋଧୀ କହି କାହାକୁ ଜେଲ ପଠାଯାଇପାରେ…

ଯେଉଁଠି ନେତା ଠିକ୍ ନାହାନ୍ତି, ସେ ଦଳ ତିଷ୍ଠିବନି: ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର ଲୋକ ସଭା ଆସନରୁ ଜିତିବା ପରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି, ମିଶନ ଓଭର, ଚାପ୍ଟର କ୍ଲୋଜ । ସୁନାମୀ ଆସିଛି, ପରିବର୍ତ୍ତନ ହୋଇଛି। ଏଠାରେ ଜନତାଙ୍କ ସରକାର, ଲୋକଙ୍କ ସରକାର ହେବ। ବିଜେଡିରେ ନେତା, ନିୟତ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା,ଶିବ ଶଙ୍କରଙ୍କ ତଥ୍ୟ ମାଗିଲେ ହାଇକୋର୍ଟ

ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଶିବ ଶଙ୍କରଙ୍କ ତଥ୍ୟ ମାଗିଲେ ହାଇକୋର୍ଟ। ଆଜି ହାଇକୋର୍ଟରେ ଶିବ ଶଙ୍କର ଦାଶଙ୍କ ଜାମିନ ଆବେଦନ ଶୁଣାଣି ସମୟରେ ଶିବ ଶଙ୍କରଙ୍କ ଅପରାଧିକ ମାମଲାର ତଥ୍ୟ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି…

ଓଡ଼ିଶାରେ ଚାଲିଛି ମାଫିଆ ରାଜ: ଯୋଗୀ ଆଦିତ୍ୟନାଥ

ଆଜି ଓଡ଼ିଶା ଗସ୍ତରେ ଆସି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନଥା କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର କୁଳିଆର ଜନସଭାରେ ଯୋଗ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ସମୟରେ ସେ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି ମଧ୍ୟ। ସେ…

ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୮.୯୫% ମତ ସାବ୍ୟସ୍ତ ହୋଇଛି

ଆଜି ରାଜ୍ୟରେ ଦିନ ୩ ଟା ସୁଦ୍ଧା ମୋଟ ୪୮.୯୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୫୩.୮୮% ମତଦାନ ହୋଇଥିବା ବେଳେ ଆସ୍କାରେ ୪୬.୨୩%, କନ୍ଧମାଳ୪୮.୯୩%, ବଲାଙ୍ଗୀରରେ ୪୬.୯୬% ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ…