Tag: Pradeep port

ପାରାଦୀପରେ ଗିରଫ ହେଲା ଏମ ଭି ଦେବୀ ଜାହାଜ

କଟକ: ପାରାଦ୍ୱୀପ ବନ୍ଦରରେ ଅଟକିଥିବା ଏମ.ଭି ଦେବୀ ଜାହାଜ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ନିର୍ଦେଶ ଦେଇଛନ୍ତି ହାଇକୋର୍ଟ । ବର୍ଥ ଦେୟ ଏବଂ ଅନ୍ୟାନ୍ୟ ଶୁଳ୍କ ବାବଦୀୟ ମାମଲା ପ୍ରସଙ୍ଗରେ ହାଇକୋର୍ଟ ଏଭଳି ନିର୍ଦେଶ ଦେଇଛନ୍ତି । ଗତ…