Tag: Prafulla Samal

ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର: ଇଡ଼ିରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅ ହାଜର ହୋଇଥିବା ସୂଚନା ମିଳିଛି । ବରପଦା ଇଞ୍ଜିନିୟରିଂ ଜମି ମାମଲାରେ ଉଭୟଙ୍କୁ ହାଜର ହେବାକୁ ନୋଟିସ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।…

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡି ସମନ

ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ । ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ସମନ କଲା ଇଡି । ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ସମନ । ପ୍ରଫୁଲ୍ଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ସମନ କଲା ଇଡି ଡକ୍ୟୁମେଣ୍ଟ ସହ…

ଇଡି ରେଡ଼୍ : ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅଙ୍କ ଠାରୁ ଟଙ୍କା ଓ କାର ଜବତ

ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ଭଦ୍ରକ ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀର ବିଧାୟକ ଥିବା ପ୍ରଫୁଲ୍ଲ ସାମଲଙ୍କ ଘର ସମେତ ଗତକାଲି ୬ଟି ସ୍ଥାନରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢ଼ଉ କରିଥିଲା। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ତାଙ୍କ ପୁଅ…

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍

ବରପଦା ଇଞ୍ଜିନିୟରିଂ କଲେଜ ସମ୍ପର୍କିତ ଏକ ନିର୍ଦ୍ଦିଷ୍ଟ ଜମି ଜାଲିଆତି ମାମଲାରେ କଲେଜର ପୂର୍ବତନ ଅଧ୍ୟକ୍ଷ ଓ ସଭାପତିଙ୍କ ସହ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ରେଡ୍ ଆରମ୍ଭ ହୋଇଛି । ପୂର୍ବତନ କଲେଜ ଅଧ୍ୟକ୍ଷ…