ତାଜା ଖବର ରାଜନୀତି ରାଜ୍ୟ BJD Demands Action Over Attack on Former MLA: ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣା; ଧର୍ମଶାଳା ବିଧାୟକଙ୍କ ଇଙ୍ଗିତରେ ହେଉଛି ଅପରାଧ: ବିଜେଡି October 5, 2026 Papirani ଜନ ସମ୍ପର୍କ ପଦଯାତ୍ରା ସମୟରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଛି । ସାଧାରଣ ଜନତାଙ୍କ ଠାରୁ ଜନ ପ୍ରତିନିଧି ସମସ୍ତେ ଅସୁରକ୍ଷିତ । ଏ ସମସ୍ତ ଘଟଣା ଧର୍ମଶାଳା ବିଧାୟକଙ୍କ ଇଙ୍ଗିତରେ…