Tag: Pranab prakash das

FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…

OCA ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା

ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଣବ ପ୍ରକାଶ ଦାସ । ସେ ଇସ୍ତଫା ଦେଇଥିବା ନେଇ ଓସିଏ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ବବି ଦାସ ନିଜ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି ଓସିଏର…

ବବି ଦାସ ଭାଇ ଭବ ଦାସ ନାଁରେ ଆଉ ଏକ ମାମଲା ରୁଜୁ

ବିରଜା ହାଟକୁ ନେଇ ଯାଜପୁର ରାଜନୀତି ପାଣିପାଗ ଏବେ ବେସ୍ ସରଗରମ ରହିଛି । ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାଁରେ ରୁଜୁ ହେଲା ଆଉ ଏକ ମାମଲା । ଭବ ପ୍ରସାଦ ଦାସ (ଲଲ)ଙ୍କ ନାଁରେ ଜାତିଆଣ…

ଭବ ଦାସଙ୍କ ନାଁରେ ଆଉ ୩ଟି ମାମଲା ରୁଜୁ

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାଁରେ ଯୋଡ଼ି ହେଲା ଆଉ ୩ ମାମଲା । ଆଉ ୩ଟି ମାମଲା ରୁଜୁ କଲା ଯାଜପୁର ଟାଉନ ଥାନା ପୋଲିସ । ଟାଉନ ଥାନା ଘେରାଉ, ହାଟ ନିକଟରେ ରାସ୍ତାରୋକ ନେଇ…

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ

ବିଜେଡି ନେତା ତଥା ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ) ଗିରଫ । ବିରଜା ହାଟ ବ୍ୟବସାୟୀଙ୍କୁ ଧମକ ଦେବା ନେଇ ଥାନାରେ ଅଭିଯୋଗ ପରେ ଗତକାଲି ବିଳମ୍ବିତ ରାତିରେ ଭବ ଦାସଙ୍କୁ ଘରୁ…

ଅଡ଼ୁଆରେ ବବି ଦାସଙ୍କ ଭାଇ; ଭବ ଦାସଙ୍କ ନାଁରେ ଥାନାରେ ମାମଲା ରୁଜୁ

ବିବାଦରେ ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ । ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି ଦାସ)ଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାଁରେ ଏତଲା । ଯାଜପୁର ଥାନାରେ ଏତଲା ଦେଇଛନ୍ତି ଜଣେ ହାଟ ବ୍ୟବସାୟୀ ।…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା କୁ ନେଇ ବିଜେଡି ନେତା ବବି ଦାସଙ୍କ ପ୍ରତିକ୍ରିୟା

ଯାଜପୁରରେ ଧର୍ମଶାଳା ବିଧାୟକଙ୍କ ଗାଡ଼ିକୁ ଆକ୍ରମଣ ଘଟଣା ନେଇ ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା ରଖିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ, ମୁଁ ଏହି ଘଟଣା କୁ ନିନ୍ଦା କରୁଛି | ବିଧାୟକଙ୍କୁ ଆକ୍ରମଣରେ ସଂପୃକ୍ତଙ୍କୁ ଖୋଜି…

ଖୋଲୁଛି ବବିଙ୍କ ଗୁମର; ୪ ବର୍ଷରେ ୧୧ ସାଂସଦ ଦେଇଛନ୍ତି ୧୪ କୋଟିରୁ ଅଧିକ ଟଙ୍କା

ଯାଜପୁର ଜିଲ୍ଲାକୁ ରାଜ୍ୟସଭା ସାଂସଦଙ୍କ ପାଣ୍ଠି ବର୍ଷାର ଚର୍ଚ୍ଚା ଏବେ ସାରା ରାଜ୍ୟରେ ଦେଖିବାକୁ ମିଳିଛି। ୪ ବର୍ଷରେ ୧୧ ସାଂସଦ ଯାଜପୁରର ବିକାଶ ପାଇଁ ଦେଇଛନ୍ତି ୧୪ କୋଟିରୁ ଅଧିକ ଟଙ୍କା। ବିଜେଡି ଦଳ ଓ ସାଂସଦ ପଦରୁ ଇସଫା…

ବାସଭବନ ଭାଙ୍ଗିବା ନେଇ ପ୍ରତିକ୍ରିୟା ଦେଲେ ପ୍ରଣବ ଦାସ

ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଏ ଯାଉଛି…

ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ପ୍ରଣବ ପ୍ରକାଶ ଦାସ

ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁର ଲୋକସଭା ପ୍ରାର୍ଥୀ ହେବା ପରେ ସେ ଆଜି ସକାଳୁ ଶ୍ରୀମନ୍ଦିରରେ ପହଂଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସମ୍ବଲପୁରରେ ଏଥର ହାଇଭୋଲଟେଜ୍ ଲଢ଼େଇ ହେବାର ସମ୍ଭାବନା ରହିଛି…