Tag: Pranab prakash das

Khondalite Stone Controversy: ବବି ଦାସଙ୍କ ଘରେ ଖଣ୍ଡୋଲାଇଟ ବ୍ୟବହାର ପ୍ରସଙ୍ଗରେ ମୁହଁ ଖୋଲିଲେ ପରିବାର

ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଘରେ ଶ୍ରୀମନ୍ଦିର ଖଣ୍ଡୋଲାଇଟ୍ ପଥର ବ୍ୟବହାର ଅଭିଯୋଗ ଆସିବା ପରେ ମୁହଁ ଖୋଲିଛନ୍ତି ବବିଙ୍କ ପରିବାର । ପ୍ରେସମିଟ୍‌ରେ ଅଭିଯୋଗକୁ ମିଛ ବୋଲି କହିଛନ୍ତି ବବିଙ୍କ ଦାଦା ଯଯାତି କେଶରୀ । ତାଙ୍କ…

FIR Filed Against BJD Leader: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଏତଲା

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ସିଂହଦ୍ବାର ଥାନାରେ ଏତଲା । ବବିଙ୍କ ଘରେ ଖଣ୍ଡୋଲାଇଟ୍ ପଥର ବ୍ୟବହାର ପ୍ରସଙ୍ଗରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ଖଣ୍ଡୋଲାଇଟ୍ ପଥର କେମିତି ଯାଜପୁରକୁ ଗଲା ତଦନ୍ତ ଦାବି କରାଯାଇଛି। ଅଭିଯୋଗ ଅନୁଯାୟୀ; ପୁରୀର…

Bobby Das Targets Odisha Govt: ଘର ସାମ୍ନାରେ ଗୁଳିକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କୁ ବବି ଦାସଙ୍କ ଟାର୍ଗେଟ୍

ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ବାସଭବନ ସମ୍ମୁଖରେ ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡକୁ ନେଇ ଦାସ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ତାଙ୍କ ଘର ସାମ୍ନାରେ ଗୁଳି ପରିବାର ଲୋକଙ୍କ ସୁରକ୍ଷା ନେଇ ଚିନ୍ତା ବଢ଼ାଇ…

FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…

OCA ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା

ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଣବ ପ୍ରକାଶ ଦାସ । ସେ ଇସ୍ତଫା ଦେଇଥିବା ନେଇ ଓସିଏ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ବବି ଦାସ ନିଜ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି ଓସିଏର…

ବବି ଦାସ ଭାଇ ଭବ ଦାସ ନାଁରେ ଆଉ ଏକ ମାମଲା ରୁଜୁ

ବିରଜା ହାଟକୁ ନେଇ ଯାଜପୁର ରାଜନୀତି ପାଣିପାଗ ଏବେ ବେସ୍ ସରଗରମ ରହିଛି । ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାଁରେ ରୁଜୁ ହେଲା ଆଉ ଏକ ମାମଲା । ଭବ ପ୍ରସାଦ ଦାସ (ଲଲ)ଙ୍କ ନାଁରେ ଜାତିଆଣ…

ଭବ ଦାସଙ୍କ ନାଁରେ ଆଉ ୩ଟି ମାମଲା ରୁଜୁ

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାଁରେ ଯୋଡ଼ି ହେଲା ଆଉ ୩ ମାମଲା । ଆଉ ୩ଟି ମାମଲା ରୁଜୁ କଲା ଯାଜପୁର ଟାଉନ ଥାନା ପୋଲିସ । ଟାଉନ ଥାନା ଘେରାଉ, ହାଟ ନିକଟରେ ରାସ୍ତାରୋକ ନେଇ…

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ

ବିଜେଡି ନେତା ତଥା ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ) ଗିରଫ । ବିରଜା ହାଟ ବ୍ୟବସାୟୀଙ୍କୁ ଧମକ ଦେବା ନେଇ ଥାନାରେ ଅଭିଯୋଗ ପରେ ଗତକାଲି ବିଳମ୍ବିତ ରାତିରେ ଭବ ଦାସଙ୍କୁ ଘରୁ…

ଅଡ଼ୁଆରେ ବବି ଦାସଙ୍କ ଭାଇ; ଭବ ଦାସଙ୍କ ନାଁରେ ଥାନାରେ ମାମଲା ରୁଜୁ

ବିବାଦରେ ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ । ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି ଦାସ)ଙ୍କ ଭାଇ ଭବ ପ୍ରସାଦ ଦାସଙ୍କ ନାଁରେ ଏତଲା । ଯାଜପୁର ଥାନାରେ ଏତଲା ଦେଇଛନ୍ତି ଜଣେ ହାଟ ବ୍ୟବସାୟୀ ।…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା କୁ ନେଇ ବିଜେଡି ନେତା ବବି ଦାସଙ୍କ ପ୍ରତିକ୍ରିୟା

ଯାଜପୁରରେ ଧର୍ମଶାଳା ବିଧାୟକଙ୍କ ଗାଡ଼ିକୁ ଆକ୍ରମଣ ଘଟଣା ନେଇ ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା ରଖିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ, ମୁଁ ଏହି ଘଟଣା କୁ ନିନ୍ଦା କରୁଛି | ବିଧାୟକଙ୍କୁ ଆକ୍ରମଣରେ ସଂପୃକ୍ତଙ୍କୁ ଖୋଜି…