Tag: Prashant jagdev

ମେଡିକାଲରେ ଭର୍ତ୍ତିହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଓକିଲଙ୍କ ଆବେଦନ ଆଧାରରେ ପ୍ରଶାନ୍ତ ଜଗଦ୍ଦେବ ମେଡିକାଲରେ ଭର୍ତ୍ତି କରାଯାଇଛି। ଭୋର ୪ଟା ସମୟରେ…

ବିନା CCTV ଯାଞ୍ଚରେ ଗିରଫ ହୋଇ ଜେଲ ଗଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା ବୋଲଗଡ଼ର କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚାଲିଛି ତଦନ୍ତ। କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ଘଟଣାର ସତ୍ୟତା ଜାଣିବା ପାଇଁ ସିସିଟିଭିକୁ ଯାଞ୍ଚ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି…

ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ବୋଲଗଡ ବ୍ଲକ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଦେଖାଯାଇଥିବା ଉତ୍ତେଜନାକୁ ନେଇ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ…

ନିର୍ବାଚନ ବେଳେ ଉତ୍ତେଜନା, ଧାରଣାରେ ବସିଲେ ବିଧାୟକ

ବୋଲଗଡ଼ ବଡ଼କୁମାରୀରେ ଭୋଟିଂ ବେଳେ ଉତ୍ତେଜନା । ପ୍ରଶାନ୍ତ ଜଗଦ୍ଦେବ ଭୋଟ୍‌ ଦେବାକୁ ଗଲା ବେଳେ ଅଟକାଇଥିଲେ କିଛି ଯୁବକ। ଯୁବକଙ୍କ କଥା ନମନିବାରୁ ପ୍ରଶାନ୍ତ ଜଗଦ୍ଦେବଙ୍କ ସହ ବଚସା କରିବା ସହ ଚିହିଙ୍କି ଆସିଥିଲେ ଯୁବକମାନେ, ଯାହାକୁ ନେଇ ବୁଥ୍‌ରେ…

ନିର୍ବାଚନ ଲଢ଼ିବେନି ପ୍ରଶାନ୍ତ ଜଗଦ୍ଦେବ

ନିର୍ବାଚନ ଲଢ଼ିବେନି ପ୍ରଶାନ୍ତ ଜଗଦ୍ଦେବ। ଚିଲିକା ବିଧାୟକ ତଥା ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବଙ୍କ ମନ୍ତବ୍ୟ ସାମ୍ନା କୁ ଆସିଛ । ସେ କହିଛନ୍ତି କି ନବୀନଙ୍କ ବିରୋଧରେ ଲଢ଼ିବାକୁ ଇଛା ଥିଲା।ମୁଖ୍ୟମନ୍ତ୍ରୀ ନବୀନଙ୍କ ବିରୋଧରେ ହିଂଜିଳିରୁ ଲଢ଼ିବାକୁ ଚାହୁଁଥିଲି। ସେ…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ

ବିଜେପିରେ ମିଶିଲେ ଚିଲିକାର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପ୍ରଶାନ୍ତ ଜଗଦ୍ଦେବ । ୨୦୧୯ରେ ଯଦିଓ ସେ ବିଜେଡି ଟିକେଟରୁ ନିର୍ବାଚିତ ହୋଇଥିଲେ । ବିଭିନ୍ନ ଘଟଣା କ୍ରମ ପାଇଁ ବିବାଦୀୟ ହେବା ପରେ ତାଙ୍କୁ…