Tag: Pravasi Bharatiya Congress Odia Cell

Pravasi Bharatiya Congress Odia Cell: ପ୍ରବାସୀ ଭାରତୀୟ କଂଗ୍ରେସ ଓଡ଼ିଆ ସେଲର ପ୍ରଥମ ବୈଠକ: ଓଡ଼ିଶା ବଞ୍ଚାଇବାକୁ ପିସିସି ସଭାପତିଙ୍କ ଆହ୍ୱାନ

ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ, ଓଡ଼ିଶା ପ୍ରଦେଶ କଂଗ୍ରେସର ଭାରତୀୟ ପ୍ରବାସୀ କଂଗ୍ରେସ/ଓସିଆଇ/ଏନଆରଆଇ/ଏନଆରଓ ସେଲ୍ ଭୁବନେଶ୍ୱରରେ ପ୍ରଥମ ବୈଠକ ଆୟୋଜନ କରିଥିଲା । ଯାହା ପ୍ରବାସୀ ଭାରତୀୟ, ଏନଆରଓ ଏବଂ ଭାରତୀୟ ବଂଶୋଦ୍ଭବ ଲୋକ ସମ୍ମୁଖୀନ ହେଉଥିବା ବିଭିନ୍ନ…