Tag: Pravati Parida

Anganwadi Centres in Odisha: ୧୮୮୯ଟି ନୂତନ ଅଙ୍ଗନବାଡି ଗୃହର ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ

୧ ହଜାର ୮୮୯ ଅଙ୍ଗନବାଡି ଗୃହର ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ। ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ…

Subhadra Yojana Registration: ଏପ୍ରିଲ ୧ରୁ ହେବ ନୂଆ ହିତାଧିକାରୀଙ୍କ ପାଇଁ ସୁଭଦ୍ରା ପଞ୍ଜୀକରଣ

ଓଡ଼ିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ସୁଭଦ୍ରା ଯୋଜନା ପାଇଁ ନୂତନ ହିତାଧିକାରୀଙ୍କ ନାମ ପଞ୍ଜୀକରଣ ପାଇଁ ଆବେଦନ ଏପ୍ରିଲ ୧ ତାରିଖରୁ ଆନୁଷ୍ଠାନିକ ଭାବରେ ଆରମ୍ଭ ହେବ । ଏପ୍ରିଲ ୧ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା…

Subhadra Yojana: ଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା

ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା କାଲି ମିଳିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ…

Mission Shakti: ନୂଆ ରୂପ ପାଇବ ମିଶନ ଶକ୍ତି; ନୂଆ ଡ୍ରେସ୍‌ କୋଡ୍‌ ସହ ମିଳିବ ଆଇଡି କାର୍ଡ ଓ ସ୍ମାର୍ଟ ଫୋନ୍‌

ରାଜ୍ୟ ସାରା ମହିଳାମାନଙ୍କୁ ଆହୁରି ସଶକ୍ତ କରିବା ପାଇଁ ଓଡ଼ିଶା ସରକାର ଏହାର ପ୍ରମୁଖ ମିଶନ ଶକ୍ତି କାର୍ଯ୍ୟକ୍ରମର ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛନ୍ତି। ନୂଆ ରୂପ ପାଇବ ମିଶନ ଶକ୍ତି। ବଦଳିବ ଡ୍ରେସ୍‌ କୋଡ୍‌ । ଏ ନେଇ…

Subhadra Yojana: ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାରେ ନୂତନ ଭାବେ ଯୋଡ଼ି ହୋଇଥିବା ହିତାଧିକାରୀମାନଙ୍କୁ ଜାନୁଆରୀ ୧୮ ତାରିଖ ବଦଳରେ ଜାନୁଆରୀ ୨୨ ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ…

Dhauli Gang Rape Case: ଧଉଳି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ବିବୃତି ନିନ୍ଦନୀୟ: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଯେ, ସରକାରଙ୍କ ଅପାରଗ ପଣିଆ ପାଇଁ ଦୁଷ୍କର୍ମ ଓ ଗଣଦୁଷ୍କର୍ମକାରୀ ମାନେ ଭୟଶୂନ୍ୟ ହୋଇ ଏଭଳି କାଣ୍ଡ ଭିଆଇବାକୁ ତିଳେ…

Subhadra Yojana: ସୁଭଦ୍ରାରେ ୬.୨୩ ଲକ୍ଷ ଆବେଦନ ବିଚାରାଧୀନ: ପ୍ରଭାତୀ ପରିଡା

ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ୬ ଲକ୍ଷ ୨୩ ହଜାର ୫୫୫ ହିତାଧିକାରୀଙ୍କ ଆବେଦନ ବିଚାରାଧୀନ ରହିଛି । ୧ କୋଟି ୩୭ ଲକ୍ଷ ୫୯୪୧ ଜଣ ପ୍ରଥମ କିସ୍ତି ପାଇଥିବାବେଳେ ୧ କୋଟି ୧୯ ଲକ୍ଷ ୨୭୨୪ ଜଣ…

Subhadra Yojana: ଯୋଡ଼ି ହୋଇଛନ୍ତି ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ; ଏକାଥରକେ ପାଇବେ ୨ଟି କିସ୍ତିର ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ୨୧ ବର୍ଷ ହେବା ପରେ ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ ଯୋଡ଼ି ହୋଇଛନ୍ତି । ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ । ଏକା ବେଳକେ ମିଳିବ…

Odisha Assembly: ରାଜ୍ୟରେ ଆଜି ବି ୨,୯୭୫ ଶିଶୁ ନିଖୋଜ ଅଛନ୍ତି: ପ୍ରଭାତୀ ପରିଡ଼ା

ରାଜ୍ୟରେ ଆଜି ବି ୨,୯୭୫ ଶିଶୁ ନିଖୋଜ ଅଛନ୍ତି । ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟରେ କେତେ ଶିଶୁ ନିଖୋଜ ଅଭିଯୋଗ ପଞ୍ଜିକୃତ…

Odisha Assembly: ରାଜ୍ୟରେ ୨୦,୧୫୦ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ

ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ମହିଳା ଓ ଶିଶୁ ବିକାଶ ବିଭାଗ ସଂପର୍କରେ ଆଲୋଚନା ଚାଲିଛି । ବିଧାନସଭାରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ ୨୦,୧୫୦…