Tag: President

President Droupadi Murmu To Visit Odisha: ୫ ଦିନିଆ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଫେବ୍ରୁଆରି ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଏହି ସମୟରେ ସେ ବିଭିନ୍ନ ଜିଲ୍ଲାରେ ବିଭିନ୍ନ ସରକାରୀ ଏବଂ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବେ।…

୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି। ଡିସେମ୍ବର ୩ରୁ ୫ ମଧ୍ୟରେ ଭୁବନେଶ୍ବର ଓ…

ଦୁଷ୍ମର୍ମ ହତ୍ୟା ଘଟଣାରେ ରାଷ୍ଟ୍ରପତିଙ୍କ ଉଦବେଗ; ଝିଅମାନଙ୍କ ବିରୋଧରେ ଅପରାଧ ସହ୍ୟ କରାଯିବନି

କୋଲକାତାର ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ସାକ୍ଷାକାରରେ ଦେଶରେ ହେଉଥିବା ଦୁଷ୍ମର୍ମ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କରି କହିଛନ୍ତି ଝିଅମାନଙ୍କ ବିରୋଧରେ ହେଉଥିବା ଅପରାଧ ଆଉ ସହ୍ୟ କରାଯିବନି…

ଜୟ ଶାହ ଆଇସିସି ଅଧ୍ୟକ୍ଷ ନିର୍ବାଚିତ

ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଜୟ ଶାହଙ୍କ ବ୍ୟତୀତ ଆଉ କେହି ନାମାଙ୍କନ ଦାଖଲ କରି ନଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ଭାବେ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଅଭିଭାଷଣ ଦେଇଛନ୍ତି । ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ। ବଳୀଦାନ ଦେଇଥିବା ମହାପୁରୁଷଙ୍କୁ ପ୍ରଣାମ କରିବା।…

୧୦ ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୦ଟି ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜସ୍ଥାନ, ତେଲେଙ୍ଗାନା, ଝାଡ଼ଖଣ୍ତ, ଛତିଶଗଡ଼, ମେଘାଳୟ, ମହାରଷ୍ଟ୍ର, ମଣିପୁର, କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ଏବଂ ଚଣ୍ତିଗଡ଼ରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରାଯାଇଛି । ହରିଭାଉ କିଷାନରାଓ ରାଜସ୍ଥାନ, ବିଷ୍ନୁ…

କ୍ରୀଡ଼ାର ଉନ୍ନତି ପାଇଁ କିଛି କରିନାହାନ୍ତି: ଇସ୍ତଫା ଦିଅନ୍ତୁ ବବି

ଓସିଏରୁ ବବି ଦାସଙ୍କ ଇସ୍ତଫା ଦାବି କରିଛନ୍ତି ନୂଆ ଫାଓ ସଭାପତି ସମୀର ଦେ। ଫାଓ ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ପରେ ସମୀରଙ୍କ ପ୍ରତିକ୍ରିୟା। ଓସିଏ ସଭାପତି ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ। ଓସିଏ କିମ୍ବା କ୍ରୀଡ଼ାର…

ଫାଓର ନୂଆ ସଭାପତି ସମୀର ଦେ

ବିଜେପି ନେତା ସମୀର ଦେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (ଫାଓର) ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। ହେଲେ ସେ ଇସ୍ତଫା ଦେବା ପରେ ସମୀର ଦେଙ୍କୁ ସଭାପତି…

ଘୋଷଯାତ୍ରାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର ପୁରୀ । ଆଜି ରଥଯାତ୍ରାରେ ସାମିଲ ହୋଇ ମହାବାହୁଙ୍କ ଆଶୀର୍ବାଦ ନେଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ…

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରଥାରୂଢ଼ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ।ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ଯାଇ ବଡ଼ଦାଣ୍ଡରେ ପହଞ୍ଚିବେ। ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି।