Tag: president droupadi murmu

President Droupadi Murmu to Visit Odisha: ଅକ୍ଟୋବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅକ୍ଟୋବର ୨୭ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଗସ୍ତ କରି ସେଠାରେ ଆୟୋଜିତ ଏକ ମେଗା ଚକ୍ଷୁ ଚିକିତ୍ସା ଶିବିରରେ ଯୋଗଦେବେ। ଏ ନେଇ ମୟୂରଭଞ୍ଜ…

Nuakhai Celebrations at Rashtrapati Bhavan: ରାଷ୍ଟ୍ରପତି ଭବନରେ ଧୂମଧାମରେ ପାଳିତ ହେଲା ‘ନୂଆଁଖାଇ’: ଓଡ଼ିଶାର ଲୋକନୃତ୍ୟ ଓ ସଂସ୍କୃତିର ଝଲକ

କୃଷିଭିତ୍ତିକ ଗଣପର୍ବ ‘ନୂଆଁଖାଇ’ ଅବସରରେ ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏକ ଭବ୍ୟ ଓ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ବିଶେଷ ଅବସରରେ ଓଡ଼ିଶାର ପ୍ରସିଦ୍ଧ ଓଡ଼ିଶୀ, ଘୁମୁରା, ଢେମସା, ଲାଞ୍ଜିଆ ସଉରା ଏବଂ ସମ୍ବଲପୁରୀ ନୃତ୍ୟ କଳାକାରମାନଙ୍କ…

Atal Bihari Vajpayee Death Anniversary: ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ…

स्वतंत्रता दिवस: राष्ट्रपति द्रौपदी मुर्मू ने देश को संबोधित किया, तिरंगे को ‘हमारी आज़ादी का प्रतीक’ बताया

भारत और दुनिया भर में बसे भारतीयों को बधाई देते हुए, राष्ट्रपति द्रौपदी मुर्मू ने शुक्रवार शाम, 14 अगस्त को भारत के 80वें स्वतंत्रता दिवस की पूर्व संध्या पर अपना…

President Visits Maa Kandhuni Devi Temple: ତପ୍ତପାଣିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ମାଁ କନ୍ଧୁଣୀ ଦେବୀ ମନ୍ଦିରରେ କଲେ ପୂଜା ଅର୍ଚ୍ଚନା

ଗଞ୍ଜାମ ତପ୍ତପାଣିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ଓ ଆଧ୍ୟାତ୍ମିକ ସ୍ଥଳୀ ତପ୍ତପାଣି ଗସ୍ତ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସମଗ୍ର ତପ୍ତପାଣି ଅଞ୍ଚଳରେ ଉତ୍ସବମୁଖର ପରିବେଶ ସୃଷ୍ଟି…

Ratha Jatra Chariot wheels to be installed at Rashtrapati Bhavan: ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବ ରଥଯାତ୍ରାର ରଥଚକ

ଓଡ଼ିଶାର ସମୃଦ୍ଧ ସଂସ୍କୃତି, ପରମ୍ପରା ଓ ଆଧ୍ୟାତ୍ମିକ ଐତିହ୍ୟକୁ ଏକ ବଡ଼ ଜାତୀୟ ସ୍ୱୀକୃତି ମିଳିଛି। ପୁରୀର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ବ୍ୟବହୃତ ହେଉଥିବା ତିନି ରଥର ଚକ ଏବେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ସ୍ଥାପିତ ହେବ। ଶ୍ରୀମନ୍ଦିର ପ୍ରଶାସନ (SJTA) ପକ୍ଷରୁ…

President Droupadi Murmu Visits Ganjam: ତପ୍ତପାଣିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଗଞ୍ଜାମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତିନିଦିନ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗଞ୍ଜାମ ଜିଲ୍ଲାର ତପ୍ତପାଣିରେ ପହଞ୍ଚିଛନ୍ତି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତପ୍ତପାଣି ଠାରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ଡଃ ହରିବାବୁ…