Tag: president droupadi murmu

President Murmu to Visit Odisha: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ମୁର୍ମୁ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଗସ୍ତ କରି ସେଠାରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ । କାର୍ଯ୍ୟକ୍ରମ ବିବରଣୀ ଅନୁଯାୟୀ, ଗସ୍ତ ସମୟରେ ରାଷ୍ଟ୍ରପତି ରାଉରକେଲାରେ…

President Murmu to Visit Odisha: ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ଏପ୍ରିଲ ୨୧ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏକଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ସୁରକ୍ଷା, ଯାତାୟାତ ଓ କାର୍ଯ୍ୟକ୍ରମ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା…

prestigious President’s Colour Award: ଓଡିଶା ପୋଲିସକୁ ମିଳିବ ପ୍ରେସିଡେଣ୍ଟ କଲର୍ ଆୱାର୍ଡ

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ । ରାଜ୍ୟ ପୋଲିସ ଖୁବଶୀଘ୍ର ଭାବେ ପାଇବାକୁ ଯାଉଛି ଦେଶର ସର୍ବୋଚ୍ଚ ସମ୍ମାନଜନକ ପୁରସ୍କାର ‘ପ୍ରେସିଡେଣ୍ଟ କଲର୍ ଆୱାର୍ଡ’। ପ୍ରଥମ ଥର ପାଇଁ ପ୍ରେସିଡେଣ୍ଟ କଲାର ସମ୍ମାନରେ ସମ୍ମାନୀତ ହେବ ରାଜ୍ୟ…

Protocol Lapse During President Murmu’s Bengal Visit: ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରସଙ୍ଗରେ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ତାଙ୍କ ପ୍ରତି ପ୍ରଦର୍ଶିତ ହୋଇଥିବା ଅସମ୍ମାନଜନକ ଆଚରଣ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବୁଧବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ…

President Murmu Takes Sortie In Prachand: ‘ପ୍ରଚଣ୍ଡ’ ରେ ଉଡ଼ାଣ ଭରିଲେ ରାଷ୍ଟ୍ରପତି ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ହେଲିକପ୍ଟର ‘ପ୍ରଚଣ୍ଡ’ ରେ ସଫଳତାର ସହ ଉଡ଼ାଣ ଭରିଛନ୍ତି । ଏହି ହେଲିକପ୍ଟରରେ ରାଜସ୍ଥାନର ଜୈସଲମେର ଭାରତୀୟ ବାୟୁସେନା ଷ୍ଟେସନରୁ ଉଡ଼ାଣ ଭରିଛନ୍ତି ରାଷ୍ଟ୍ରପତି । ପ୍ରଚଣ୍ଡ ହେଉଛି…

Unpleasant comments On President’s Japur Visit: ରାଷ୍ଟ୍ରପତିଙ୍କ ଯାଜପୁର ଗସ୍ତକୁ ନେଇ ଅରୁଚିକର ମନ୍ତବ୍ୟ; ସମଗ୍ର ଓଡିଆ ଜାତିକୁ ଅପମାନିତ କରିଛନ୍ତି ପିସିସି ସଭାପତି: ଗୌତମ ରାୟ

ଯେଉଁଦିନ ଠାରୁ ଓଡିଆ ଝିଅ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ଦାୟିତ୍ୱ ଗ୍ରହଣ କରିଛନ୍ତି, ସେଦିନରୁ କଂଗ୍ରେସ ଦଳର ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ ନେତା ଅରୁଚିକର ମନ୍ତବ୍ୟ ଦେଇ ଆସୁଛି । ରାଷ୍ଟ୍ରମୁଖ୍ୟଙ୍କୁ ନିଚ୍ଚା ଦେଖାଇବା ପାଇଁ ଅପଚେଷ୍ଟା କରୁଛି । ଏମିତି…

President Murmu In Puri: ଶ୍ୱେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପୂରିଗସ୍ତ କରିଥିବାବେଳେ ଆଜି ଶ୍ୱେତଗଙ୍ଗାରେ ପିଣ୍ଡଦାନ କରିବା ସହ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ଥିବାରୁ ସକାଳ ୬ଟାରୁ ଦିନ ୧୦ଟା ଯାଏ ସାଧାରଣ ଦର୍ଶନ ବନ୍ଦ…

President Visit Puri: ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ନିଜ ପରିବାର ସହ ଆସି ଆଜି ଅପରାହ୍ନରେ ପୁରୀ ତାଳବଣିଆ ହେଲିପ୍ୟାଡ୍ ରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ ସେଠାରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ରାଜ୍ୟପାଳ…

President Arrived In Bhubaneswar: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଏବେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ। ସେଠାରେ ରାଜ୍ୟପାଳ ଓ…

President’s Odisha Tour: ରାଷ୍ଟ୍ରପତିଙ୍କ ଗସ୍ତ ନେଇ ବିଭିନ୍ନ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ରାଷ୍ଟ୍ରପତିଙ୍କ ଗସ୍ତ ନେଇ ବିଭିନ୍ନ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ବହୁ ସଂଖ୍ୟକ ଫୋର୍ସ ମୁତୟନ କରାଯାଇଛି । ସୋମବାରଠାରୁ ଆରମ୍ଭ ହେଉଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଛଅ ଦିନିଆ ରାଜ୍ୟ ଗସ୍ତ ପୂର୍ବରୁ, ରାଜଧାନୀରେ…