Tag: president droupadi murmu

ଦିଲ୍ଲୀର କର୍ତ୍ତବ୍ୟପଥରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଆଜି ସାରା ଦେଶ ପାଳନ କରୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ କର୍ତ୍ତବ୍ୟପଥରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଭୋ ସୁବିଆଣ୍ଟୋ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କୁ…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୮ ତମ ‘ପ୍ରବାସୀ ଭାରତୀୟ ଦିବସ’ରେ ଯୋଗଦେବା ନିମନ୍ତେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିଛନ୍ତି । ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ମୁର୍ମୁଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ ମୁଖ୍ୟମନ୍ତ୍ରୀ ମୋହନ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶେଷ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୯୨ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼ଃ ମନମୋହନ ସିଂହ । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମନମୋହନ ସିଂହଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି…

ମୟୂରଭଞ୍ଜକୁ ୩ଟି ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି

୫ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜରେ ତିନୋଟି ନୂତନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ, ଓ ବାଦାମପାହାଡ଼-କେନ୍ଦୁଝରଗଡ଼କୁ ସଂଯୋଗ କରୁଥିବା ୩ଗୋଟି…

ନିଜ ଜନ୍ମମାଟି ରାଇରଙ୍ଗପୁରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜନ୍ମମାଟିରେ ଆସି ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି । ପହଞ୍ଚିବା ପରେ ପାରମ୍ପରିକ ନୃତ୍ୟରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଉଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ରାଷ୍ଟ୍ରପତି…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ଚନ୍ଦ୍ରଶେଖରପୁରର ନୀଳାଦ୍ରି ବିହାର ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ରାଜ୍ଯପାଳ ରଘୁବର ଦାସ, ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ,…

ସମ୍ଭାବ୍ୟ ବାତ୍ୟା ଯୋଗୁ ସ୍ଥଗିତ ହେଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ କରାଯାଇଛି । ସମ୍ଭାବ୍ୟ ବାତ୍ୟାବେଳେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର…

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗଦାନ

ଆସନ୍ତା ୨୩ ତାରିଖରୁ ୨୫ ତାରିଖ ୩ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ ଦିନିଆ ଓଡିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ ଦେବେ ବୋଲି ଜଣାପଡ଼ିଛି । ଏହା…

ରାକ୍ଷୀପୂର୍ଣ୍ଣିମା ଅବସରରେ ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନେବାକୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି

ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ରକ୍ଷାବନ୍ଧନର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ…