Tag: president droupadi murmu

ସାହସିକତା ପାଇଁ ଓଡ଼ିଆ ପୁଅଙ୍କୁ ସୌର୍ଯ୍ୟଚକ୍ର ସମ୍ମାନ

ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ଠାରେ ପ୍ରତିରକ୍ଷା ଅଳଙ୍କରଣ ସମାରୋହ ଆୟୋଜନ କରାଯାଇଥିଲା। ଏହି ସମାହାରରେ ସାହସିକତା ପାଇଁ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ସୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବର୍ତ୍ତମାନ ନୌସେନାରେ କାର୍ଯ୍ୟରତ ଅଛନ୍ତି ଲେଫ୍ଟନାଣ୍ଟ ବିମଳ…