Tag: President

କ୍ରୀଡ଼ାର ଉନ୍ନତି ପାଇଁ କିଛି କରିନାହାନ୍ତି: ଇସ୍ତଫା ଦିଅନ୍ତୁ ବବି

ଓସିଏରୁ ବବି ଦାସଙ୍କ ଇସ୍ତଫା ଦାବି କରିଛନ୍ତି ନୂଆ ଫାଓ ସଭାପତି ସମୀର ଦେ। ଫାଓ ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ପରେ ସମୀରଙ୍କ ପ୍ରତିକ୍ରିୟା। ଓସିଏ ସଭାପତି ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ। ଓସିଏ କିମ୍ବା କ୍ରୀଡ଼ାର…

ଫାଓର ନୂଆ ସଭାପତି ସମୀର ଦେ

ବିଜେପି ନେତା ସମୀର ଦେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (ଫାଓର) ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। ହେଲେ ସେ ଇସ୍ତଫା ଦେବା ପରେ ସମୀର ଦେଙ୍କୁ ସଭାପତି…

ଘୋଷଯାତ୍ରାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର ପୁରୀ । ଆଜି ରଥଯାତ୍ରାରେ ସାମିଲ ହୋଇ ମହାବାହୁଙ୍କ ଆଶୀର୍ବାଦ ନେଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ…

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି

ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରଥାରୂଢ଼ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ।ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ଯାଇ ବଡ଼ଦାଣ୍ଡରେ ପହଞ୍ଚିବେ। ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ ସୂଚୀ ଚୂଡ଼ାନ୍ତ ହୋଇଛି। ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏକାଧିକ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି। ଜୁଲାଇ ୬ ତାରିଖରେ ଭୁବନେଶ୍ୱରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ଦିଲ୍ଲୀ ଗସ୍ତ କରିଥିବା ବେଳେ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ…

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ମିଳିତ ଅଧିବଶେନକୁ ସମ୍ବୋଧିତ କରି…