ତାଜା ଖବର ରାଜନୀତି ରାଜ୍ୟ BJD Press Meet On Voter Chori Allegations: ଏପର୍ଯ୍ୟନ୍ତ ନିର୍ବାଚନ କମିସନଙ୍କୁ ପଚାରିଥିବା ଅନେକ ପ୍ରଶ୍ନର ସ୍ପଷ୍ଟ ଉତ୍ତର ମିଳିନାହିଁ: ବିଜେଡି February 2, 2026 Papirani ୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଅନିୟମିତତାକୁ ନେଇ ବିଜୁ ଜନତା ଦଳ ତରଫରୁ ଦେଶର ନିର୍ବାଚନ କମିସନରଙ୍କୁ ଦୁଇ ଦୁଇ ଥର ଭେଟି ଲିଖିତ ଭାବରେ ପଚରା ଯାଇଥିବା ବିଭିନ୍ନ ଅସମାହିତ ପ୍ରଶ୍ନର ଉତ୍ତର ଏପର୍ଯ୍ୟନ୍ତ ସ୍ପଷ୍ଟ ଭାବରେ ମିଳିପାରି ନାହିଁ…
ତାଜା ଖବର ରାଜନୀତି ରାଜ୍ୟ Odisha Court Bomb Threat: ୩ଟି କୋର୍ଟକୁ ବୋମା ଧମକ ପ୍ରସଙ୍ଗ; ରାଜ୍ୟରେ ଗୃହ ବିଭାଗ ସଂପୂର୍ଣ୍ଣ ଅଚଳ: ବିଜେଡି January 8, 2026 Papirani ୩ଟି କୋର୍ଟକୁ ଇ-ମେଲ ମାଧ୍ୟମରେ ଆସିଥିବା ବୋମା ଧମକକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି ଆଜି…
ତାଜା ଖବର ରାଜନୀତି ରାଜ୍ୟ BJD Questions CM: ଦିଲ୍ଲୀରେ ରହିବ କି ଓଡ଼ିଶା ଶାସନର ଡୋରୀ: ବିଜେଡି December 13, 2025 Papirani ସ୍ୱତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ମାଝୀ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀରେ ଆରାମଦାୟକ ଭିଆଇପି ବଙ୍ଗଳା ନେବାର ଯଥାର୍ଥତାକୁ ପ୍ରଶ୍ନ କରିଛି ବିଜୁ ଜନତା ଦଳ । ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ବ୍ୟୟରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ…
ତାଜା ଖବର ରାଜନୀତି ରାଜ୍ୟ Nabarangpur Hostel Row: ବିଜେପି ସରକାରରେ ଆଦିବାସୀ ଓ ଦଳିତବର୍ଗ ଚରମ ଅବହେଳାର ଶିକାର ହେଉଛନ୍ତି: ବିଜେଡି December 2, 2025 Papirani ଶଙ୍ଖଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଓ ଦଳର ମିଡ଼ିଆ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି । ରାଜ୍ୟରେ ଆଦିବାସୀ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପ ନିର୍ବାଚନ: ବୁଥ ରିଗିଙ୍ଗର ଅଭିଯୋଗ ଆଣିଲା ବିଜେଡ଼ି November 13, 2025 Papirani ଆସନ୍ତାକାଲି ଆସିବ ନୂଆପଡ଼ା ଉପନିର୍ବାଚନର ରେଜଲ୍ଟ । ତାପୂର୍ବରୁ ବଡ଼ ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ନୂଆପଡା ଉପ ନିର୍ବାଚନରେ ୪୧ ଟି ବୁଥରେ ଭୋଟ ହାର ୯୧ ପ୍ରତିଶତରୁ ଅଧିକ ହେବା ପରେ ବୁଥ ରିଗିଙ୍ଗର ଅଭିଯୋଗ…
ତାଜା ଖବର ରାଜନୀତି ରାଜ୍ୟ BJD Press Meet: ରାଜ୍ୟ ନିର୍ବାଚନ ଇତିହାସରେ, ନୂଆପଡା ଉପନିର୍ବାଚନ ଏକ କଳଙ୍କମୟ ଅଧ୍ୟାୟ: ବିଜେଡି November 12, 2025 Papirani ନୂଆପଡା ଉପନିର୍ବାଚନରେ ବିଜେପି ସରକାରୀ କଳର ଅପବ୍ୟବହାର କରି, ଓ ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରି ନିର୍ବାଚନ ବୈତରଣୀ ପାର ହେବା ପାଇଁ ଅପଚେଷ୍ଟା କରିଛି ବୋଲି ଆଜି ବିଜୁ ଜନତା ଦଳ ଅଭିଯୋଗ କରିଛି । ଏହାସତ୍ତ୍ୱେ,…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପନିର୍ବାଚନରେ ସରକାରୀ ବଳର ଅପବ୍ୟବହାର କରୁଛି ବିଜେପି: ବିଜେଡି November 10, 2025 Papirani ଗୋଟିଏ ଟ୍ରକରେ ଇଭିଏମ୍ ମେସିନ ନୂଆପଡାକୁ ନିଆଯାଇଛି ବୋଲି ବିଜେଡି ତରଫରୁ କରାଯାଇଥିବା ଅଭିଯୋଗକୁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଖଣ୍ଡନ କରିବା ପରେ ଦଳ ତରଫରୁ ଅଧିକ ଯୁକ୍ତି ବଢ଼ା ଯାଇଛି । ନୂଆପଡା ନିର୍ବାଚନ ମଣ୍ଡଳୀରେ ଥିବା…
ତାଜା ଖବର ରାଜନୀତି ରାଜ୍ୟ BJD PressMeet: ଅମରଙ୍କ ବିଜେପିରେ ମିଶିବା ପ୍ରଭାବ ଶୂନ୍ୟ: ବିଜେଡି November 3, 2025 Papirani ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକଙ୍କ ବିଜେପିରେ ଯୋଗଦାନର କୌଣସି ପ୍ରଭାବ ପଡିବ ନାହିଁ ଓ ସୁବିଧାବାଦ ରାଜନୀତିର ଆଉ ଏକ ଉଦାହରଣ ସୃଷ୍ଟି କଲେ ବୋଲି ଆଜି ବିଜେଡି କହିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ…
ତାଜା ଖବର ରାଜନୀତି ରାଜ୍ୟ BJD Press Meet: ସାମାଜିକ କର୍ମୀ ରଶ୍ମୀ ପରିଜାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ଦୃଢ଼ ନିନ୍ଦା କଲେ ନବୀନ ପଟ୍ଟନାୟକ October 21, 2025 Papirani ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲରେ ଏହାକୁ ଦୃଢ଼ ନିନ୍ଦା କରି କହିଛନ୍ତି ମହିଳାଙ୍କ ଉପରେ ବଢ଼ୁଥିବା ଏପରି…
ତାଜା ଖବର ରାଜନୀତି ରାଜ୍ୟ Sujeet Kumar in Trouble: ନରେଶ ଅଗ୍ରୱାଲ ଓ ବିଜେପି ସାଂସଦ ସୁଜିତଙ୍କ ସମ୍ପର୍କ କ’ଣ ସ୍ପଷ୍ଟ ହେଉ: କଂଗ୍ରେସ October 19, 2025 Papirani “ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଦଳର ବିଜୟ ସମ୍ଭାବନା ଉଜ୍ଜଳ ଜାଣି ଦଳକୁ ବଦନାମ କରିବାକୁ ବିଜେପି ହୀନ ଉଦ୍ୟମ ଆରମ୍ଭ କରିଦେଇଛି। ଗତକାଲି ଟିଟିଲାଗଡ଼ ଆରପିଏଫ ପୋଲିସ ୯୦ ଲକ୍ଷ ଟଙ୍କା ଧରିଥିବା ସୂଚନା ଦେଲା। କେସିଙ୍ଗା ଟିଟଲାଗଡ ରେଲୱେ ଷ୍ଟେସନ…