Tag: Pressmeet

ଡବଲ ଇଂଜିନ ସରକାର ବାଲିଯାତ୍ରାକୁ ଜାତୀୟ ଉତ୍ସବ ମାନ୍ୟତା ଦିଅନ୍ତୁ: ବିଜେଡି

ଏବର୍ଷର ବାଲିଯାତ୍ରା କାର୍ଯ୍ୟକ୍ରମର ପରିଚାଳନାରେ ହୋଇଥିବା ଅନେକ ବିଭ୍ରାଟକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ବିଜୁ ଜନତା ଦଳ ତରଫରୁ ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ…

ଅଭିଯୁକ୍ତ ବିଜେପି ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ସୁରକ୍ଷା ଦେଉଛନ୍ତି : ବିଜେଡି

ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ସର୍ବୋଚ୍ଚ ନ୍ୟାୟାଳୟରେ ଖାରଜ ହୋଇଯିବା ପରେ ଗଣମାଧ୍ୟମରେ ସେ ଦେଇଥିବା ବୟାନ ଉପରେ ବିଜୁ ଜନତା ଦଳର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଦେବ ଏହା…

ଅପପୃଷ୍ଟି ପ୍ରସଙ୍ଗରେ ବିବୃତି ଦେଇ ନିଜ ବିଫଳତାକୁ ପରିପ୍ରକାଶ କରିଛି ବିଜେଡି : ବିରଞ୍ଚି ନାରାୟଣ ତ୍ରିପାଠୀ

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏନେଇ ରାଜ୍ୟ ସରକାର ଚିନ୍ତିତ ଓ ସଚେତନ ଅଛନ୍ତି । ତୁରନ୍ତ ଘଟଣାସ୍ଥଳକୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ପଠାଇ ଏହାର ତଦନ୍ତ କରିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବକ୍ତବ୍ୟରେ ତାଙ୍କ କଥାକୁ ହେୟଜ୍ଞାନ କରିବେ ନାହିଁ ଓ ତାଙ୍କ ସରକାରଙ୍କ ଏବେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ କେବଳ ଟ୍ରେଲର ଓ ପୁରା ଫିଲ୍ମ ଆସିବା ବାକି ଅଛିକୁ…

ରାଜ୍ୟ ସରକାରଙ୍କ ଫୋକସ ବାତ୍ୟା ମୁକାବିଲାରେ ନୁହେଁ, ପ୍ରଶଂସା ସାଉଁଟିବାରେ ଥିଲା: ବିଜେଡି

ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ…

ମାଡ଼ି ଆସୁଛି ବାତ୍ୟା ଦାନା: ଆକ୍ସନ ମୋଡ଼୍ ରେ ରାଜ୍ୟ ସରକାର; ୫.୮୪ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ‘ଦାନା’ । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା…

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ଘଟଣାକୁ ଗୁରୁତ୍ବ ଦେଇ ନବୀନଙ୍କ ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ

କୁଚିଣ୍ଡାରେ ଦଳିତ ସମ୍ପ୍ରଦାୟର ଏକ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ପୋଲିସର ଟାଳଟୁଳ ନୀତିକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି । ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳର ନେତା ଶ୍ରୀ…

ଝାଡଖଣ୍ଡ ନିର୍ବାଚନ ପାଇଁ ଓଡ଼ିଶା ରାଜଭବନ ବିଜେପିର ୱାର ରୁମ ପାଲଟିଛି: ବିଜେଡି

ଗତ କିଛି ଦିନ ଭିତରେ, ଓଡ଼ିଶାର ରାଜଭବନ ଭିତରେ ଦେଖ‌ିବାକୁ ମିଳିଥିବା କିଛି ରାଜନୈତିକ ଗତିବିଧ‌ିକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ଏହା ଉପରେ ପ୍ରଶ୍ନ ଉଠାଇବା ସଙ୍ଗେ ସଙ୍ଗେ, ଝାଡଖଣ୍ଡ ନିର୍ବାଚନ ପାଇଁ ଓଡିଶା ରାଜ ଭବନ…

ବିଜେଡି ମୁହଁରେ ଓବିସି ପ୍ରସଙ୍ଗ ଶୋଭା ପାଉନାହିଁ: ବିଜେପି

୨୪ ବର୍ଷ ଶାସନରେ ବିଜୁ ଜନତା ଦଳ ସରକାର ୫୪ ଭାଗ ପଛୁଆବର୍ଗଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଂଚିତ କରିଛନ୍ତି । ନିଜେ ନବୀନ ବାବୁ ଏବଂ ତାଙ୍କ ଦଳ ବିଜେଡି ସମ୍ପୂର୍ଣ୍ଣ ଭାବେ ପଛୁଆବର୍ଗ ବିରୋଧୀ । ଶିକ୍ଷା, ନିଯୁକ୍ତି,…

ଭରତପୁର ଥାନା ଘଟଣା; ଚାପରେ ମୁଣ୍ଡ ନୁଆଇଁ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଲେ: ବିଜେଡି

ଭରତପୁର ଠାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ଅକଥନୀୟ ଓ ଅମାନବୀୟ ଅତ୍ୟାଚାର ଘଟଣାରେ ବିଜୁ ଜନତା ଦଳ ତରଫରୁ ଦିଆଯାଇଥିବା ୬ ଘଣ୍ଟିଆ ଭୁବନେଶ୍ଵର ହରତାଳ ଡାକରାକୁ ବିଜୁ ଜନତା ଦଳ ସାମୟିକ ଭାବେ ପ୍ରତ୍ୟାହାର କରିଛି ବୋଲି…