ତାଜା ଖବର ରାଜ୍ୟ maoist: ମାଓବାଦୀଙ୍କୁ ଧରାନ୍ତୁ କୋଟିପତି ହୁଅନ୍ତୁ: ପୁରସ୍କାର ପୋଷ୍ଟର ଜାରି କଲା ପୋଲିସ୍ October 17, 2025 Papirani ମାଓବାଦୀଙ୍କୁ ଧରି କୋଟିପତି ହେବାକୁ ପୋଷ୍ଟର ଜାରି କଲା ବୌଦ୍ଧ ପୋଲିସ । ଯେଉଁଥିରେ ମାଓବାଦୀଙ୍କ ନାଁ ସହ ପୁରସ୍କାର ରାଶି ଉଲ୍ଲେଖ ରହିଛି । ମାଓବାଦୀଙ୍କୁ ଧରାନ୍ତୁ, ଆଉ କୋଟିପତି ହୁଅନ୍ତୁ ବୋଲି ବିଭିନ୍ନ ସ୍ଥାନରେ ପୋଷ୍ଟର ମାରିଛି ବୌଦ୍ଧ…