ତାଜା ଖବର ରାଜନୀତି ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 6, 2024 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ…