Tag: Priyanka Gandhi

Priyanka Gandhi’s Odisha Visit: ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି

ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି । ଏନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ୧୦ଟି ଜିଲ୍ଲାରେ କଂଗ୍ରେସ ମହିଳା…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେପିକୁ ଘେରିଲେ ପ୍ରିୟଙ୍କା ଗାନ୍ଧୀ

ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଘଟଣା ରାଜ୍ୟରୁ ଯାଇ ଦିଲ୍ଲୀରେ ପହଞ୍ଚିଲାଣି । ଏହି ଘଟଣାରେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟ୍ୱିଟ କରି ରାଜ୍ୟ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ।…

ସଂସଦରେ ବ୍ୟାଗ୍ ରାଜନୀତି; ଅପରାଜିତା ଷଡ଼ଙ୍ଗୀ ପ୍ରିୟଙ୍କା ଗାନ୍ଧୀଙ୍କୁ ଦେଲେ ୧୯୮୪ ଲେଖା ବ୍ୟାଗ୍

ଆଜି ସଂସଦରେ ବିଜେପିର ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କୁ ଏକ ବ୍ୟାଗ୍ ଉପହାର ଦେଇଛନ୍ତି। ଯେଉଁଥିରେ ଲେଖାଯାଇଛି ୧୯୮୪ ଓ ବନ୍ଧୁକ ଚିତ୍ର ମଧ୍ୟ ରହିଛି। ଏହା ୧୯୮୪ ଶିଖ୍ ଦଙ୍ଗାକୁ ମନେ ପକାଇ ଦେଇଛି।…

ଲୋକସଭା ସାଂସଦ ଭାବେ ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ

ଆଜି ପ୍ରଥମ ଥର ପାଇଁ ସାଂସଦ ଭାବେ ଶପଥ ନେଲେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ । ଚାରି ଲକ୍ଷରୁ ଅଧିକ ଭୋଟରେ ୱାୟନାଡ ଲୋକସଭା ଉପ-ନିର୍ବାଚନରେ ଐତିହାସିକ ବିଜୟ ପଞ୍ଜିକରଣ କରିବା ପରେ ପ୍ରିୟଙ୍କା ଲୋକସଭା ସଦସ୍ୟ ଭାବରେ ଶପଥ…

ୱାୟନାଡ଼ରୁ ପ୍ରିୟଙ୍କା ଗାନ୍ଧୀଙ୍କ ବୃହତ ବିଜୟ

ରାଜନୈତିକ କ୍ୟାରିୟରରେ ପ୍ରଥମ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରିୟଙ୍କା ଗାନ୍ଧୀ ୱାୟାନାଡ ଲୋକସଭା ଉପ-ନିର୍ବାଚନରେ ବହୁ ମତରେ ବିଜୟ ହାସଲ କରିଛନ୍ତି । କଂଗ୍ରେସର ଗଡ଼ କୁହାଯାଉଥିବା ୱାୟନାଡକୁ ସେ ହାତେଇବାରେ ସଫଳ ହୋଇଛନ୍ତି । ୱାୟନାଡ ଉପନିର୍ବାଚନରେ ପ୍ରିୟଙ୍କା…

ମେଜର ଓ ବାନ୍ଧବୀଙ୍କ ନିର୍ଯାତନା ମାମଲା; ପ୍ରିୟଙ୍କା ଗାନ୍ଧିଙ୍କ ଉଦ୍‌ବେଗ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନ୍ୟାୟ ପରିବର୍ତ୍ତେ ନିର୍ଯାତନା ଦିଆଯାଇଥିବା ଘଟଣାରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧିଙ୍କ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଏଭଳି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି। ସେ…

ୱାୟନାଡରେ ପହଞ୍ଚିଲେ ରାହୁଲ ଓ ପ୍ରିୟଙ୍କା ଗାନ୍ଧି

କେରଳର ୱାୟନାଡରେ ଭୂସ୍ଖଳନ ହେତୁ ସବୁକିଛି ନଷ୍ଟ ହୋଇଯାଇଛି। ୱାୟନାଡ ଭୂସ୍ଖଳନରେ ବହୁତ ଲୋକ ପ୍ରାଣ ହରାଇଥିବା ବେଳେ ଶତାଧିକ ଆହତ ସହ ନିଖୋଜ ଅଛନ୍ତି । ଏହି ସମୟରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଏବଂ ଦଳର ସାଧାରଣ ସମ୍ପାଦିକା…