ଦେଶ ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ; କେନ୍ଦ୍ର କ୍ୟାବିନେଟରେ ମିଳିଲା ମଞ୍ଜୁରୀ September 24, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି ରେଳ କର୍ମଚାରୀଙ୍କୁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ ୧୮୬୫.୬୮ କୋଟି ଟଙ୍କା ପ୍ରଦାନ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରତିବର୍ଷ ଦୁର୍ଗା ପୂଜା/ଦଶହରା ଛୁଟି…