ରାଜ୍ୟ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଦାୟିତ୍ୱ July 25, 2025 Nirvay ଓଡ଼ିଶାର ରାଜ୍ୟପାଳ ତଥା ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତି ଡକ୍ଟର ହରିବାବୁ କମ୍ଭମପତି ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଭାବରେ ନିଯୁକ୍ତ କରିଛନ୍ତି । ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…