Tag: professor suspended

ଯୌନ ନିର୍ଯାତନା ଅଭିଯୋଗରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୋସିଏଟ୍ ପ୍ରଫେସର ନିଲମ୍ବିତ

ଯୌନ ନିର୍ଯାତନା ଅଭିଯୋଗରେ ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି । ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ ପରେ କାର୍ଯାନୁଷ୍ଠାନ ନେଇଛନ୍ତି…