Tag: Protest

ପଛୁଆ ବର୍ଗଙ୍କୁ ପ୍ରସଙ୍ଗକୁ ନେଇ ରାଜଧାନୀ ରାଜରାସ୍ତାରେ ବିଜେଡ଼ିର ବିକ୍ଷୋଭ

ପଛୁଆ ବର୍ଗ, ଅନୁସୂଚିତ ଜାତି ଏବଂ ଜନଜାତିକୁ ସଂଖ୍ୟାନୁପାତିକ ଭାବରେ ସଂରକ୍ଷଣ ଦେବା ଦାବିରେ ବିଜୁ ଜନତା ଦଳର ରଣ ହୁଂକାର । ରାଜଧାନୀ ଭୁବନେଶ୍ୱର ରାଜଭବନ ଛକରେ ବିଶାଳ ସମାବେଶ କରିଛି ବିଜେଡ଼ି । ବିଜେପି ସରକାର ପଛୁଆ ବର୍ଗଙ୍କ…

ରଣକ୍ଷେତ୍ର ପାଲଟିଲା ପିଏମଜି ଛକ; ଭକ୍ତ,ତାରା, ଲଲ୍ଲୁ ଓ ମୋକିମଙ୍କୁ ଉଠାଇନେଲା ପୋଲିସ

ରାଜଧାନୀରେ ଉଗ୍ର ହେଲା କଂଗ୍ରେସର ବିକ୍ଷୋଭ । କଂଗ୍ରେସ କର୍ମୀଙ୍କ ଗର୍ଜନରେ ଫାଟି ପଡୁଛି ପୁରା ଲୋୟର ପିଏମଜି । ବ୍ୟାରିକେଡ ଭାଙ୍ଗିବା ସମୟରେ ମୁହାଁମୁହିଁ ହେଲେ ପୋଲିସ ଓ କଂଗ୍ରେସ କର୍ମୀ । ପରିସ୍ଥିତି ଅଣାୟତ୍ତ ହେବାରୁ ଲାଠିଚାର୍ଜ କରିଥିଲା…

ବିଧାନସଭା ଘେରାଉ ପାଇଁ ଆରମ୍ଭ ହେଲା କଂଗ୍ରେସର ପଦଯାତ୍ରା

ଆଜି ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି କଂଗ୍ରେସ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ରାଜରାସ୍ତାକୁ ଓହ୍ଲାଇଛନ୍ତି ହଜାର ହଜାର କଂଗ୍ରେସ…

ନିଲମ୍ବନ ପରେ ରାଜରାସ୍ତାରେ କଂଗ୍ରେସର ହଙ୍ଗାମା; ରାଜରାସ୍ତାରେ ରାତି କଟେଇଲେ ବିଧାୟକ 

ବିଧାନସଭା ଗୃହରୁ ୧୨ ବିଧାୟକଙ୍କୁ ସସ୍‌ପେଣ୍ଡ ପରେ ରାଜରାସ୍ତାରେ କଂଗ୍ରେସର ହଙ୍ଗାମା। ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ରାତି କଟେଇଲେ କଂଗ୍ରେସ ବିଧାୟକ । ସେମାନଙ୍କ ସହିତ ଦଳରେ ଅନେକ କର୍ମୀ ମଧ୍ୟ ରାତିସାରା ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଧାରଣା ଦେଇଥିବା ଦେଖା ଦେଇଛି ।…

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଆଜି ବିଜେପି ବିଧାୟକଙ୍କ ମନ୍ତବ୍ୟକୁ ନେଇ ସରଗରମ ହୋଇଛି ବିଧାନସଭା ଗୃହ । ଆଜି ପବିତ୍ର ଗୃହରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି, ତାହାକୁ ନେଇ ଏବେ ରାଜ୍ୟ ରାଜନୀତିର ଚର୍ଚ୍ଚାର ବିଷୟ ପାଲଟିଛି। ଗୃହର ପ୍ରଶ୍ନୋତ୍ତରକାଳରେ ବିରୋଧୀ ଏବଂ…

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

୨୮ରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌କୁ ବିରୋଧ କରି ଆସନ୍ତା ୨୮ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବାକୁ ଯାଉଛି ବିଜେଡି । ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର କେତେ ଯେ କ୍ଷତି…

ରାଜଧାନୀରେ ଯୁବ କଂଗ୍ରେସର ବିକ୍ଷୋଭ

ରାଜଧାନୀ ଭୁବନେଶ୍ବରରେ କଂଗ୍ରେସର ଏକ ବିଶାଳ ‘ଯୁବ ଅସନ୍ତୋଷ ସମାବେଶ’ କରାଯାଇଛି । ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ବିଫଳତା ଅଭିଯୋଗ ଆଣି ରାଜରାସ୍ତାରେ ପ୍ରତିବାଦ କରିଛି କଂଗ୍ରେସ। ଆଜି ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁଙ୍କ ନେତୃତ୍ୱରେ ୮ ଦଫା ଦାବି…

ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ରାଜଧାନୀ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ଲୋୟର୍ ପିଏମ୍‌ଜିରେ ବିଜେଡିର ବିଶାଳ ସମାବେଶ ଦେଖିବାକୁ ମିଳିଛି । ବିଜେପି ଦେଇଥିବା ମିଛ ପ୍ରତିଶୃତି ଓ ବିଫଳ ଅର୍ଥନୈତିକ ପରିଚାଳନାକୁ ଟାର୍ଗେଟ କରି ଲୋୟର ପିଏମଜିଠାରେ ବିଜେଡି…

ନାଲ୍‌କୋ ଛକରେ ଉଠା ଦୋକାନୀଙ୍କ ଧାରଣା

ଆଜି ରାଜଧାନୀର ନାଲ୍‌କୋ ଛକରେ ହଜାର ହଜାର ଉଠା ଦୋକାନୀ ଧାରଣା ଦେଇଛନ୍ତି । ବେଆଇନ ଦୋକାନ ଉଚ୍ଛେଦକୁ ବିରୋଧ କରି ରାସ୍ତାରେ ବସିଲେ ହଜାର ହଜାର ଉଠା ଦୋକାନୀ । ୯ ଦଫା ଦାବି ନେଇ ବିଏମସି ଉତ୍ତର ଜୋନ୍‌…