Tag: Protest

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

୨୮ରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌କୁ ବିରୋଧ କରି ଆସନ୍ତା ୨୮ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବାକୁ ଯାଉଛି ବିଜେଡି । ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର କେତେ ଯେ କ୍ଷତି…

ରାଜଧାନୀରେ ଯୁବ କଂଗ୍ରେସର ବିକ୍ଷୋଭ

ରାଜଧାନୀ ଭୁବନେଶ୍ବରରେ କଂଗ୍ରେସର ଏକ ବିଶାଳ ‘ଯୁବ ଅସନ୍ତୋଷ ସମାବେଶ’ କରାଯାଇଛି । ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ବିଫଳତା ଅଭିଯୋଗ ଆଣି ରାଜରାସ୍ତାରେ ପ୍ରତିବାଦ କରିଛି କଂଗ୍ରେସ। ଆଜି ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁଙ୍କ ନେତୃତ୍ୱରେ ୮ ଦଫା ଦାବି…

ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ରାଜଧାନୀ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ଲୋୟର୍ ପିଏମ୍‌ଜିରେ ବିଜେଡିର ବିଶାଳ ସମାବେଶ ଦେଖିବାକୁ ମିଳିଛି । ବିଜେପି ଦେଇଥିବା ମିଛ ପ୍ରତିଶୃତି ଓ ବିଫଳ ଅର୍ଥନୈତିକ ପରିଚାଳନାକୁ ଟାର୍ଗେଟ କରି ଲୋୟର ପିଏମଜିଠାରେ ବିଜେଡି…

ନାଲ୍‌କୋ ଛକରେ ଉଠା ଦୋକାନୀଙ୍କ ଧାରଣା

ଆଜି ରାଜଧାନୀର ନାଲ୍‌କୋ ଛକରେ ହଜାର ହଜାର ଉଠା ଦୋକାନୀ ଧାରଣା ଦେଇଛନ୍ତି । ବେଆଇନ ଦୋକାନ ଉଚ୍ଛେଦକୁ ବିରୋଧ କରି ରାସ୍ତାରେ ବସିଲେ ହଜାର ହଜାର ଉଠା ଦୋକାନୀ । ୯ ଦଫା ଦାବି ନେଇ ବିଏମସି ଉତ୍ତର ଜୋନ୍‌…

ସଂସଦରେ କଂଗ୍ରେସ ଓ ବିଜେପି ମଧ୍ୟରେ ଠେଲାପେଲା ଘଟଣା; ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦ

ସଂସଦ ପରିସରରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଧକ୍କାରେ ପ୍ରତାପ ଷଡଙ୍ଗୀ ପଡ଼ି ଆଘାତ ହେବା ଘଟଣାରେ ଏବେ ଚାରିଆଡ଼େ ରାଜନୈତିକ ଚର୍ଚ୍ଚା ପାଲଟିଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରି ଥାନାରେ…

ସପ୍ତାହେ ହେଲା ବନ୍ଦ ରହିଛି ୧୦୮ ଆମ୍ବୁଲାନ୍ସ ସେବା; ରୋଗୀ ହନ୍ତସନ୍ତ

ସ୍ବାଭାବିକ ହୋଇପାରୁନାହିଁ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ । ସପ୍ତାହେ ହେଲା ରାଜ୍ୟରେ ବନ୍ଦ ରହିଛି ୧୦୮ ଜନନୀ ଆମ୍ବୁଲାନ୍ସ ସେବା । ଗତ ୧୦ ତାରିଖରୁ ରାଜ୍ୟବ୍ୟାପୀ ୪୦୦ରୁ ଅଧିକ ଜନନୀ ଆମ୍ବୁଲାନ୍ସ ସେବା ବନ୍ଦ ରଖିଛନ୍ତି ଆମ୍ବୁଲାନ୍ସ ମାଲିକ ।…

ରାଜ୍ୟବ୍ୟାପୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ ; ପଢନ୍ତୁ ପୁରା ଖବର

ବଢିଲା ରାଜ୍ୟ ବ୍ୟାପି ୦୮ ଆମ୍ବୁଲାନ୍ସ କମ୍ପାନୀ ଓ କର୍ମଚାରୀ ବିବାଦ, ରାଜ୍ୟବ୍ୟାପୀ ରୋଗୀସେବା ବାଧାପ୍ରାପ୍ତ । ସ୍ଥାୟୀ ନିଯୁକ୍ତି ସାଙ୍ଗକୁ ସମାନ କାମକୁ ସମାନ ଦରମା ଦାବି, ମଙ୍ଗଳବାର ଠାରୁ ଜିପିଏସ୍ ବଟନ୍ ଅଫ୍ କରି ଅଫରୋଡ୍ ମୋଡରେ ଗାଡି…

ଚକଦର ପ୍ରକଳ୍ପ ବିରୋଧରେ ତେଜିଲା ଆନ୍ଦୋଳନ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର ଜିଲ୍ଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ଗତକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଗ୍ରାମବାସୀ। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇର ଆହ୍ବାନକ୍ରମେ ହଜାର ହଜାର ଅଞ୍ଚଳବାସୀ କେନ୍ଦୁଝର ଜିଲ୍ଲା ମୁଖ୍ୟାଳୟକୁ ଆସି ଏକ ଶୋଭାଯାତ୍ରାରେ…

ଆସନ୍ତାକାଲିଠାରୁ ରାଜ୍ୟରେ ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ; ସବୁ ସରକାରୀ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି

ନର୍ସିଂ ଅଫିସରଙ୍କ ପ୍ରସ୍ତାବିତ ଆନ୍ଦୋଳନ ନେଇ ନର୍ସିଂ ନିର୍ଦ୍ଦେଶକଙ୍କ ଚିଠି। ସବୁ ସରକାରୀ ହସ୍ପିଟାଲ ନିର୍ଦ୍ଦେଶକ, ଅଧୀକ୍ଷକଙ୍କୁ ଚିଠି ଲେଖିଛନ୍ତି। ଏସ୍‌ମା ଲାଗିଥିବାରୁ ଆନ୍ଦୋଳନ କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ। ସୂଚନା ମୁତାବକ; ଆସନ୍ତା ୨୫ ତାରିଖରେ ୧୦ ଦଫା ଦାବିରେ…