Tag: PSU Employees

ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗ (State PSUs) ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫…