Tag: public grievance hearing

20th Public Grievance Hearing: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି; ୯୫% ସମସ୍ୟାର ହୋଇଛି ସମାଧାନ

ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ନାଗରିକମାନଙ୍କ ସମସ୍ୟା ସମାଧାନ କ୍ଷେତ୍ରରେ ଏକ ପ୍ରମୁଖ ମାଧ୍ୟମ ପାଲଟିଛି। ରାଜଧାନୀ ଭୁବନେଶ୍ୱରସ୍ଥିତ ୟୁନିଟ୍-୨ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ତମ ଅଭିଯୋଗ ଶୁଣାଣି…

Odisha CM’s Public Grievance Hearing: ଜୁନ୍ ୧ରେ ପୁଣି ଖୋଲିବ ଜନ ଶୁଣାଣି; ଲୋକଙ୍କ ସହ ସିଧା କଥା ହେବେ ମୁଖ୍ୟମନ୍ତ୍ରୀ

ଆସନ୍ତା ଜୁନ୍ ୧ ତାରିଖ ସୋମବାର ସକାଳ ୮ଟାରେ ଭୁବନେଶ୍ୱର ୟୁନିଟ୍-୨ ଅଶୋକ ନଗରସ୍ଥିତ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମ। ଏନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ…

Suicide Attempt: ଜନ ଅଭିଯୋଗ ଶୁଣାଣି ବେଳେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାରଳାଖେମୁଣ୍ଡିରେ ଆଜି ଜନ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗଜପତି ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ପାରଳାଖେମୁଣ୍ଡିରେ ଜନ ଅଭିଯୋଗ ଶୁଣାଣି ବେଳେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି।…

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…

ଲୋକଙ୍କ ସମସ୍ୟା ତ୍ବରିତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଲେ ସିଏମ୍‌ଓ

ଜନଶୁଣାଣିର ଅଭିଯୋଗ ତୁରନ୍ତ ସମାଧାନ କରିବାକୁ ସିଏମ୍‌ଓରୁ ଚିଠି । ସିଏମ୍‌ଓ ପକ୍ଷରୁ ମୁଖ୍ୟ ଶାସନ ସଚିବ, ପୋଲିସ ଓ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଥିବା ସୂଚନା । ଅଭିଯୋଗ ପତ୍ର ଗୁଡ଼ିକର ତ୍ବରିତ ସମାଧାନ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।…

ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ଦିନ ଅଥାତ୍ ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରଖିବାକୁ ନିଷ୍ପତ୍ତି…