Tag: publicity and advertisements

Odisha Assembly: ସରକାରଙ୍କ ପ୍ରଚାର ପାଇଁ ଖର୍ଚ୍ଚ ହୋଇଛି ୮୩ କୋଟି ଟଙ୍କା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…