ତାଜା ଖବର ରାଜ୍ୟ Puri Accident: ପୁରୀ ବଳଗଣ୍ଡି ଛକରେ ଗାଡି ଧକ୍କାରେ ନାବାଳକର ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ January 2, 2026 Papirani ପୁରୀ ବଡଦାଣ୍ଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଜାରି ରହିଛି। ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ୪…