Tag: Puri Airport

ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଟେଣ୍ଡର ଆହ୍ବାନ

ପୁରୀ: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲ୍ଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ…