Tag: Puri band

ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବିରେ ଆଜି ବିଜେଡିର ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ

ଆଜି ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ। ପୁରୀରେ ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦେବା ସହ ଅଭିଯୁକ୍ତଙ୍କୁ ଧରିବା ଦାବିରେ ବିଜେଡିର ହରତାଳ। ଗାଡ଼ି, ମୋଟର, ଦୋକାନ ବଜାର ବନ୍ଦ କଲେ ବିଜେଡି କର୍ମୀ। ସକାଳ ୬ ଟାରୁ ଦିନ ୧୨…

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା; ୭ରେ ବିଜେଡିର ପୁରୀ ହରତାଳ

ବଳଙ୍ଗା ପୀଡ଼ିତା ପୋଡ଼ି ଘଟଣାରେ ବନ୍ଦ ଡାକରା ଦେଲା ବିଜେଡି। ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା ଦେଲା ବିଜୁ ଜନତା ଦଳ। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ ଦେଇଛି ବିଜେଡ଼ି…