ତାଜା ଖବର ରାଜ୍ୟ Srimandir Panchuka Preparations: ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା; କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ଭକ୍ତ: ପୁରୀ ଜିଲ୍ଲାପାଳ November 17, 2026 Papirani ଆଗକୁ ପଞ୍ଚୁକ ଆସୁଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…