ତାଜା ଖବର ରାଜ୍ୟ Dham removed from Digha Temple: ଦିଘାରୁ ‘ଧାମ’ ଶବ୍ଦ ହଟି ଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା June 15, 2026 Nirvay ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୁରୀ ଟାଉନ ହଲ ଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ…