Tag: Puri incident

ଆଜି ସଂଧ୍ୟା ସୁଦ୍ଧା ଆସିବ ପୁରୀ ଦଳାଚକଟା ରିପୋର୍ଟ

ଜୁନ୍ ୨୯ ତାରିଖରେ ଗୁଣ୍ଡିଚା ମନ୍ଦିର ସାମ୍ନାରେ ହୋଇଥିବା ଦଳାଚକଟା ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଆସିବ। ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିବେ ଉନ୍ନୟନ କମିଶନର ଗର୍ଗ । ଏ ନେଇ ସୂଚନା ଦେଲେ ଉନ୍ନୟନ କମିଶନର ଅନୁ ଗର୍ଗ ।…

ପୁରୀ ଶରଧାବାଲିରେ ଅଘଟଣ ଘଟଣା; ମୃତକଙ୍କ ପରିବାରଙ୍କୁ ୨୫ ଲକ୍ଷ ଟଙ୍କା ସହାୟତା ଘୋଷଣା

ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାରେ ମୃତ୍ୟୁ ବରଣ କରିଥିବା ଶ୍ରଦ୍ଧାଳୁଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ସହ ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ…

ପୁରୀ ଅଘଟଣ ଘଟଣା; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବା ସହିତ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ…